ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ କରିଛନ୍ତି। ହେଲେ ମୃତ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ ।

ସୋମବାର ପୂର୍ୱାହ୍ନରେ ସେକ୍ଟର ୧୪ ଲାଇଟ୍‌ ହାଉସ୍‌ ସମ୍ମୁଖ ବେଳାଭୂମିରେ ଏହି ଅଘଟଣ ଘଟିଛି । ଗାଧୋଇଥିବା ବେଳେ ବଡ ଲହଡ଼ି ମାଡ଼ରେ ୨ଜଣ ପର୍ଯ୍ୟଟକ ସମୁଦ୍ର ମଧ୍ୟକୁ ଭାସି ଯାଇଥିଲେ। ଲାଇଫ୍‌ ଗାର୍ଡ ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେସାନଙ୍କୁ ମୃତ ଘୋଷଣା କରିଛନ୍ତି।

ତେବେ କିଛି ଦିନ ମଧ୍ୟରେ ଏହା ତୃତୀୟ ଘଟଣା ହୋଇଛି। ପ୍ରତିଦିନ ପୁରୀ ବେଳାଭୂମିରେ ଏପରି ଅଘଟଣ ଘଟୁଥିବା ବେଳ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ବିଭିନ୍ନ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ୱିତ ହେଲେ ଝାରବନ୍ଧ ଥାନା IIC

ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରଗଡ଼ ଜିଲା ଝାରବନ୍ଧ ଥାନା IIC ସୁକ୍ରା ମାଢ଼ୀଙ୍କୁ କାର୍ଯ୍ୟରୁ ନିଲମ୍ୱିତ…

ଦିଲ୍ଲୀ ଯିବ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍‌

ଜୟପୁର,୧୪ା୫(ପବନ ପାଣିଗ୍ରାହୀ): ଛତିଶଗଡ଼ର ଜଗଦଲପୁରଠାରୁ ଦିଲ୍ଲୀକୁ ୨୧ ତାରିଖରେ ସ୍ୱତନ୍ତ୍ର ଗ୍ରୀଷ୍ମକାଳୀନ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବାକୁ ରେଳ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଏହି ଟ୍ରେନ…

ବରଗଛ ଭାଙ୍ଗି ରାସ୍ତା ଅବରୋଧ

କୋରାପୁଟ,୧୪ା୫(ଅମିତାଭ ବେହେରା): କୋରାପୁଟ ସହରର ୨୬ନଂ.ଜାତୀୟ ରାଜପଥ ପାର୍ଶ୍ୱ ତଥ କଳାନିକେତନ ଛକ ନିକଟରେ ଏକ ପୁରୁଣା ବରଗଛ ଭାଙ୍ଗି ପଡ଼ିବାରୁ ରାସ୍ତା ଅବରୋଧ ହୋଇଥିଲା। ହେଲେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ଜାଲାରେ କନିଷ୍ଠଯନ୍ତ୍ରୀ

ଭଦ୍ରକ,୧୪ା୫(ସନାତନ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଗୁରୁବାର ଆରଡିଛକସ୍ଥିତ ୩ ମହଲା ଘର…

ଶହିଦ ମାଧୋ ସିଂଙ୍କ ଉପରେ ଭୁଲତଥ୍ୟ ପ୍ରସଙ୍ଗ: ଏହି ବିଷୟକୁ ଗୁରୁତର ସହ ନେଇ ଏମିତି ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରକାଶିତ ସପ୍ତମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକ ସାହିତ୍ୟ ସୁମନରେ ଶହିଦ ମାଧୋ ସିଂଙ୍କ ଜୀବନୀ ଆଧାରିତ ପାଠରେ…

ମୁମ୍ୱାଇ ଇଣ୍ଡିଆନ୍ସ ଆଗରେ ୨୦୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ଧର୍ମଶାଳା,୧୪ା୫: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିଛନ୍ତି। ଶାର୍ଦ୍ଦୁଳ ଠାକୁରଙ୍କ ୪ ଉଇକେଟ ସଫଳତା ସତ୍ତ୍ୱେ ପଞ୍ଜାବ…

ସପ୍ତମ ଶ୍ରେଣୀ ପାଠ୍ୟପୁସ୍ତକରେ ଶହିଦ ମାଧୋ ସିଂଙ୍କ ଭୁଲ ଇତିହାସ ସ୍ଥାନିତ: ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲେ…

ବଲାଙ୍ଗୀର,୧୪।୫ (ସୁନିଲ କୁମାର ମହାନ୍ତି): କୋସଲାଞ୍ଚଳର ମହାନ ସ୍ବାଧୀନତା ସଂଗ୍ରାମୀ ଶହିଦ ମାଧୋ ସିଂଙ୍କ ଜୀବନୀ ବିଷୟରେ ସ୍କୁଲ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟ ଦିଆଯାଇଥିବା ପ୍ରତିବାଦରେ…

ବୃଦ୍ଧଙ୍କ ମୃତଦେହ ପୋଖରୀରୁ ହେଲା ଉଦ୍ଧାର: ଗାଧୋଇବା ପାଇଁ ଯାଇ ହୋଇଯାଇଥିଲେ ନିଖୋଜ

ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମ ପୋଖରୀରେ ବୁଡ଼ିଯାଇ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ହେଲେ ଗୌତମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri