ଚୋରି ଆଲୁମିନା ପାଉଡର ସହ ୨ ଟ୍ରାକ୍ଟର, ୨ ବୋଲେରୋ, କାର୍‌ ଜବତ, ୨ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୧୦ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ଚନ୍ଦନପୁର ଗ୍ରାମ ନିକଟରୁ ଆଲୁମିନା ପାଉଡର ଚୋରି ଅଭିଯୋଗରେ ସ୍ଥାନୀୟ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମ୍ପାଦେଈପୁର ଗ୍ରାମର ହଳଧର ସାହୁ ଓ ଖମନଖୁଣ୍ଟି ଗ୍ରାମର ବଇଲା କନ୍ଧପାଣି। ସୂଚନାନୁସାରେ ବୁଧବାର ରାତିରେ ଲାଞ୍ଜିଗଡ଼ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଲାଞ୍ଜିଗଡ଼ ଥାନାଧିକାରୀ ଜିତେନ୍ଦ୍ର ବିଶ୍ୱାଳ କୌଣସି ସୂତ୍ରରୁ ଆଲୁମିନା ପାଉଡର ଚୋରା ଚାଲାଣ ହେଉଥିବା ଖବର ପାଇ ଏସ୍‌ଆଇ ବଳଭଦ୍ର ଗୌଡ ଓ ପୋଲିସ ବଳ ସହିତ ଚଢାଉ କରିଥିଲେ। ଏହି ସମୟରେ ସେମାନେ ଦୁଇ ଅଭିଯୁକ୍ତଙ୍କୁ କାବୁ କରିବା ସହିତ ୫ ଟନ ୮ କୁଇଣ୍ଟାଲ ଆଲୁମିନା ପାଉଡର ଲୋଡ ହୋଇଥିବ । ୨ ଟ୍ରାକ୍ଟର, ୨ ବୋଲେରୋ ପିକ୍‌ଅପ, ଗୋଟିଏ କାର୍‌ ସହିତ ନଗଦ ୫୦ ହଜାର ଜବତ କରିଥିଲେ। ଏ ନେଇ ଲାଞ୍ଜିଗଡ ଥାନାରେ କେସ୍‌ ନଂ.୧/୨୫ରେ ଏକ ମାମଲା ରୁଜୁ କରି ବିଏନ୍‌ଏସ୍‌ ଧାରା ୩୦୭/୩(୫) ଅନୁଯାୟୀ ୨ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ଜିତେନ୍ଦ୍ର ବିଶାଳଙ୍କଠାରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?