ବାତିଲ, ଆଂଶିକ ବାତିଲ ହେବ ୨ ଟ୍ରେନ୍‌

ଭୁବନେଶ୍ୱର,୨।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ଅଧୀନରେ ଥିବା ସମ୍ବଲପୁର ଡିଭିଜନର ଟିଟିଲାଗଡ଼-ରାୟପୁର ରେଳ ସେକ୍ସନର ତୁରେକେଲା ରୋଡ୍‌-ହରିଶଙ୍କର ରୋଡ୍‌ ଏବଂ ଲଖନା ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଦୁଇଟି ଟ୍ରେନ୍‌ ପ୍ରଭାବିତ ହେବ। ବିଶାଖାପାଟଣା-ନିଜାମୁଦ୍ଦିନ-ବିଶାଖାପାଟଣା ସ୍ବତନ୍ତ୍ର ଟ୍ରେନ ଭାୟା ରାୟଗଡା-ଟିଟିଲାଗଡ-ରାୟପୁର ରୁଟ୍‌ରେ ନଭେମ୍ବର ୩ରୁ ୮ ତାରିଖ ପର୍ଯ୍ୟନ୍ତ ଓ ନିଜାମୁଦ୍ଦିନଠାରୁ ନଭେମ୍ବର ୨ରୁ ୭ ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ। ସେହିଭଳି ପୁରୀ-ଦୁର୍ଗ-ପୁରୀ ସ୍ବତନ୍ତ୍ର ଟ୍ରେନ ପୁରୀଠାରୁ ନଭେମ୍ବର ୨ ରୁ ୮ ମଧ୍ୟରେ ଏବଂ ଦୁର୍ଗଠାରୁ ୩ ରୁ ୯ ତାରିଖ ମଧ୍ୟରେ ଉଭୟ ଦିଗରୁ ପୁରୀ ଏବଂ ଟିଟିଲାଗଡ ମଧ୍ୟରେ ଚଳାଚଳ କରିବ ଏବଂ ଟିଟିଲାଗଡ ଓ ଦୁର୍ଗ ମଧ୍ୟରେ ବାତିଲ୍‌ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?