ରୁଷିଆ ଗୁଳିରେ ୟୁକ୍ରେନର ୨ ମୃତ

କିଭ୍‌,୧୫ା୧୨: ୟୁକ୍ରେନର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ରୁଷିଆର ଗୁଳି ବିନିମୟରେ ଦକ୍ଷିଣ ୟୁକ୍ରେନର ମୁକ୍ତ ହୋଇଥିବା ଖେର୍ସନ ସହରରେ ଗୁରୁବାର ଦୁଇ ଜଣଙ୍କର ମୃତ୍ୟୁ ଘଟିଛି।

ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟର ଡେପୁଟି ମୁଖ୍ୟ କିରୋଲୋ ଟିମୋଶେଙ୍କୋ କହିଛନ୍ତି, ବୁଧବାର ଏହି ଗୁଳି ବିନିମୟ ହୋଇଥିଲା। ଏଥିରେ ଆଞ୍ଚଳିକ ପ୍ରଶାସନ ଭବନରୁ ପ୍ରାୟ ୧୦୦ ମିଟର ଦୂରରେ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ଗୁରୁବାର ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri