ଜଣଙ୍କ ଶରୀରରେ ୨ ଭାରିଆଣ୍ଟ

ବ୍ରସେଲ୍ସ, ୧୨ା୭: ଏକା ଥରକରେ କରୋନା ଭୂତାଣୁର ଆଲ୍‌ଫା ଏବଂ ବିଟା ଭାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା ବେଲ୍‌ଜିୟମର ଜଣେ ୯୦ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ଶନିବାର ଜଣାପଡ଼ିଛି। ମାର୍ଚ୍ଚ ୩ରେ ସେ ପ୍ରଥମେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଥିଲେ ହେଁ ପୁଣି ଦେହ ଖରାପ ହେବାରେ ଲାଗିଥିଲା। ଏହାର କିଛି ଦିନ ପରେ ତାଙ୍କ ମୃତ୍ୟୁ ଘଟିଥିଲା। ବ୍ରିଟେନ୍‌ରେ ପ୍ରଥମେ ଦେଖାଦେଇଥିବା ଆଲ୍‌ଫା ଓ ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା ବିଟା ଭାରିଆଣ୍ଟରେ ସେ ସଂକ୍ରମିତ ହୋଇଥିଲେ ବୋଲି ଡାକ୍ତରମାନେ ଜାଣିବାକୁ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀକ୍ଷାନ୍ତ ସମାରୋହରେ ଜେଲେନେସ୍କିଙ୍କ ଭଳି ପୋଷାକ ପିନ୍ଧି ପହଞ୍ଚିଲେ ଛାତ୍ର…

ଟୋକିଓ,୨୮।୩ : ଜାପାନର ଏକ ବିଶ୍ୱବିଦ୍ୟାଳୟର ଛାତ୍ର ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ପାଇଁ ଷ୍ଟାଇଲରେ ସ୍ନାତକ ଦୀକ୍ଷାନ୍ତ ସମାରୋହରେ ପହଞ୍ଚିଛନ୍ତି। ପୋଷାକଠାରୁ ଆରମ୍ଭ କରି...

ଟାର୍ଗେଟ୍‌ରେ ଗଣମାଧ୍ୟମ ପ୍ରତିନିଧି

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୩।୭: ଗଣତନ୍ତ୍ରର ଚତୁର୍ଥସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ଉପରେ ଦିନକୁ ଦିନ ନିର୍ଯାତନା ବଢ଼ିଚାଲିଛି। ଗତ ୨୩ ବର୍ଷ ମଧ୍ୟରେ ପୃଥିବୀର ବିଭିନ୍ନ ଦେଶରେ ୧୯୨୮...

ସ୍ବାସ୍ଥ୍ୟ ସେବା ଉପରେ କରୋନା ପ୍ରଭାବ: ଆସନ୍ତା ୬ ମାସରେ ୧୨ ଲକ୍ଷ ଶିଶୁଙ୍କ ହେବ ମୃତ୍ୟୁ

ଜେନେଭା,୧୩।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଏପରି ସ୍ଥଳେ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ସାଧାରଣ ସ୍ବାସ୍ଥ୍ୟ ସେବା ଯୋଗାଣ...

ସୌଦି ଆରବରେ ଏକାଥରେ ୮୧ ଲୋକଙ୍କୁ ଦିଆଗଲା ମୃତ୍ୟୁ ଦଣ୍ଡ!

ରିୟାଦ,୧୩ ।୩: ସୌଦି ଆରବରେ ହତ୍ୟା ଓ ଚରମପନ୍ଥି ସହ ସମ୍ପର୍କ ରଖିଥିବା ବିଭିନ୍ନ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ୮୧ ଜଣଙ୍କୁ ସାମୁହିକ ଭାବେ...

ଆମେରିକୀୟଙ୍କ ପ୍ରବେଶକୁ ମେକ୍ସିକୋର ବିରୋଧ

ମେକ୍ସିକୋ ସିଟି,୨୭ା୩(ପି.ଟି.): ମେକ୍ସିକୋ ନାଗରିକମାନଙ୍କ ପ୍ରବେଶକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜୋର୍‌ଦାର ବିରୋଧ କରିଆସୁଥିଲେ। ମେକ୍ସିକୀୟମାନଙ୍କ ଯୋଗୁ ଆମେରିକାରେ ଅର୍ଥନୈତିକ ଓ ସାମାଜିକ ସମସ୍ୟା...

ପୁଟିନ୍‌ଙ୍କୁ ରାଷ୍ଟ୍ରପତି ପଦରୁ ହଟାଇବାକୁ ଯୋଜନା କରୁଛି ୟୁକ୍ରେନ୍‌

ମସ୍କୋ/କିଭ୍‌, ୩୦ା୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ପଦରୁ ହଟାଇବା ପାଇଁ ରୁଷିଆ ଅଧିକାରୀଙ୍କ ସହ ଆଲୋଚନା ଚାଲିଥିବା ୟୁକ୍ରେନ୍‌ ପ୍ରତିରକ୍ଷା ଗୋଇନ୍ଦା ମୁଖ୍ୟ କିରିଲୋ...

କରୋନା ଯୋଦ୍ଧାଙ୍କ ପିପିଇ ଅସୁରକ୍ଷିତ

ବେଜିଂ,୩।୫: ମହାମାରୀ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍‌ଙ୍କ ପାଇଁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଅନିବାର୍ଯ୍ୟ। ଏହାଦ୍ୱାରା ସେମାନେ...

ଜାପାନରେ ଅଣ୍ଡା ଅଭାବ, ଖାଇବାକୁ ମିଳୁନି ବର୍ଗର…

ଟୋକିଓ,୧୧।୩ : ଅତୀତରେ ବ୍ରିଟେନ, ଉତ୍ତର କୋରିଆ, ଫିଲିପାଇନ୍ସ ଭଳି ଦେଶରେ ଖାଦ୍ୟ ସଙ୍କଟ ଖବର ଆସିଥିଲା। ବ୍ରିଟେନରେ ପରିସ୍ଥିତି ଏପରି ହୋଇଥିଲା ଯେ ସେଠାରେ...

Advertisement
Archives

Model This Week