୨ ଗ୍ରାମ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌

ସଜନାଗଡ଼,୬।୫(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ କରୋନା ସଂକ୍ରମଣ ବଢ଼ି ଚାଲିଛି। ନୀଳଗିରି ବ୍ଲକର ରାଧାକିଶୋରପୁର ଗ୍ରାମରେ ୧୫ରୁ ଅଧିକ ଓ ଏନ୍‌ଏସି ଅଧୀନ ମିରିଗିଣି ଗ୍ରାମରେ ୩୧ରୁ ଅଧିକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି କାରଣରୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ୨ ଗ୍ରାମକୁ ୭ ଦିନ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି। ଦୁଇ ଗ୍ରାମରେ ବ୍ୟାରିକେଡ୍‌ କରାଯାଇ ଯାତାୟାତ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ଉପଜିଲାପାଳ ହରିଶ ଚନ୍ଦ୍ର ଜେନା, ତହସିଲଦାର ଅଶେଷ ନାୟକ, ବିଡିଓ ଅନିତା ନାୟକ, ଆଇଆଇସି ପ୍ରଭଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ରହି ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଛାତ୍ରଙ୍କ ଆତ୍ମହତ୍ୟା

ବସ୍ତା, ୨୧।୫(ସ୍ବ.ପ୍ର.)-ମଙ୍ଗଳବାର ପ୍ରକାଶ ପାଇଛି ଚଳିତବର୍ଷର ମାଟ୍ରିକ ପରୀକ୍ଷାଫଳ। ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇ ବାଲେଶ୍ୱର ଜିଲା ବସ୍ତା ଥାନା ପଣ୍ଡରୁଙ୍ଗି ଗ୍ରାମର ଜଣେ ଦଶମ ଶ୍ରେଣୀର...

ଜଳେଶ୍ୱର ଷ୍ଟାଡ଼ିୟମ ପୂର୍ଣ୍ଣାଙ୍ଗୀକରଣ ପାଇଁ ୨୦ ଲକ୍ଷ ମଞ୍ଜୁର

ଜଳେଶ୍ୱର, ୮ା୫(ସ୍ବ.ପ୍ର.)-ଦୀର୍ଘ ୧୦ବର୍ଷ ଧରି ଅଧାପନ୍ତରିଆ ଭାବେ ରହିଥିବା ବାଲେଶ୍ୱର ଜିଲା ଜଳେଶ୍ୱର ଷ୍ଟାଡ଼ିୟମକୁ ପୂର୍ଣ୍ଣାଙ୍ଗୀକରଣ କରିବା ଲାଗି ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ୨୦ଲକ୍ଷ ଟଙ୍କା...

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଖଇରା,୨୩।୧୨(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ଥାନା ଗୋଳିହା ପଞ୍ଚାୟତ ଅଧୀନ ଗୋଳିହା ମାଧବ ଗ୍ରାମର ଭରତ ଦାସ(୨୮)ଙ୍କ ରବିବାର ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ଭରତ...

କେଶୁ ଦାସ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ

ବାଲେଶ୍ୱର ଅଫିସ, ୨୨।୧: ବାଲେଶ୍ୱର ବିଶିଷ୍ଟ ଶିଳ୍ପୀ କେଶୁ ଦାସଙ୍କୁ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷରେ...

ବାସୁଦେବପୁର ବ୍ଲକ ଜିଆର୍‌ଏସ୍‌ଙ୍କୁ ମରଣାନ୍ତକ ଆକ୍ରମଣ: ଆକ୍ରମଣକାରୀ ମହିଳାଙ୍କୁ ପିଟିଲେ ଗ୍ରାମବାସୀ

ବାସୁଦେବପୁର, ୨୯।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ କାର୍ଯ୍ୟରତ ଜିଆର୍‌ଏସ୍‌ ଲମ୍ବୋଦର ଦାସଙ୍କୁ ମଙ୍ଗଳବାର ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କର ଜଣେ ପଡୋଶୀ ମହିଳା...

କଂଗ୍ରେସର ଭରସା ସାଜିଛି ଗ୍ୟାରେଣ୍ଟି କାର୍ଡ: ହାତରେ ଧରି ଭୋଟରଙ୍କୁ ବୁଝାଉଛନ୍ତି ନେତା

ବାଲେଶ୍ୱର ଅଫିସ,୧୭।୪-ଚଳିତ ନିର୍ବାଚନରେ କଂଗ୍ରେସର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ତଥା ବିଧାନସଭା ପ୍ରାର୍ଥୀମାନଙ୍କର ଭରସା ସାଜିଛି ଗ୍ୟାରେଣ୍ଟି କାର୍ଡ। ଯୁବକ, ମହିଳା ଏବଂ ଚାଷୀମାନଙ୍କ...

ପଞ୍ଚାୟତ ସଭା ଚାଲିଥିବା ବେଳେ ତଡ଼ା ଖାଇଲେ ସରପଞ୍ଚଙ୍କ ସ୍ବାମୀ

ଆନନ୍ଦପୁର,୩୦।୫: ଘଷିପୁରା ବ୍ଲକ ବଳରାମପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପଞ୍ଚାୟତର ସଭା ଚାଲିଥିବା ବେଳେ ସରପଞ୍ଚଙ୍କ ସ୍ବାମୀଙ୍କୁ ତଡ଼ା ଖାଇବାକୁ ପଡ଼ିଛି। ସୂଚନାଯୋଗ୍ୟ,...

ବହିଷ୍କୃତ ହେଲେ କଣ୍ଟ୍ରୋଲ ଡିଲର

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଥରପେଣ୍ଠ ଗ୍ରାମର ପିଡିଏସ ସାମଗ୍ରୀ ବିକ୍ରି କରୁଥିବା କଣ୍ଟ୍ରୋଲ ଡିଲରଙ୍କୁ ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର ବହିଷ୍କୃତ କରିଛନ୍ତି...

Advertisement


Archives

Model This Week

Why Dharitri