କୋଲକାତା,୨୩।୭: ପଶ୍ଚିମବଙ୍ଗର ମାଲଦାରେ ସ୍ଥାନୀୟ ଦୋକାନୀମାନେ ଦୁଇଜଣ ଆଦିବାସୀ ମହିଳାଙ୍କୁ ଚୋରି ସନ୍ଦେହରେ ଅର୍ଦ୍ଧ ଉଲଗ୍ନ ପରେଡ୍ କରାଇବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ପ୍ରକାଶ ପାଇବା ପରେ ଶନିବାର ପୋଲିସ ୫ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ୩/୪ ଦିନ ପୂର୍ବରୁ ମାଲଦାର ପକୁଆହାଟ ଅଞ୍ଚଳରେ ଏହି ଘଟଣା ଘଟିଥିଲା। ଏହାକୁ ନେଇ ସ୍ଥାନୀୟ ସମ୍ପ୍ରଦାୟରେ ଉତ୍ତେଜନା ପ୍ରକାଶ ପାଇଛି। ତେବେ ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ନ ହେବା ପର୍ଯ୍ୟନ୍ତ କେହି ପୋଲିସରେ ଅଭିଯୋଗ କରି ନ ଥିଲେ। ଅନ୍ୟପକ୍ଷରେ ପୋଲିସ ଏହି ଘଟଣାରେ ନୀରବ ଦର୍ଶକ ସାଜିଥିବା ବିରୋଧୀ ଭାଜପା ଅଭିଯୋଗ କରିଛି।
ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ
ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…
ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…
୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…
କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍ଙ୍କଠାରୁ ଶିଖ…
ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍…
ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା
ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…
ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…
ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…
ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…
ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…
ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…
ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…
ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…
ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍ଲାଇନ୍ ଜାରି…

