Posted inଜାତୀୟ

୨ ବର୍ଷର ଶିଶୁକୁ ବଳାତ୍କାର ପରେ ହତ୍ୟା

ସୁରାଟ,୧।୩: ଗୁଜରାଟର ସୁରାଟରେ ୨ ବର୍ଷର ଶିଶୁଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାମ୍ନାକୁ ଆସିଛି। ପୀଡ଼ିତାଙ୍କ ବାପାଙ୍କ ବନ୍ଧୁ ଏ ପ୍ରକାର ଜଘନ୍ୟ କାଣ୍ଡ ଘଟାଇଥିବା ତଦନ୍ତରୁ ଜଣାପଡ଼ିଛି। ଫେରାର୍‌ ହେବାକୁ ଉଦ୍ୟମ କରୁଥିବା ଅଭିଯୁକ୍ତ ୟୁସୁଫ ସଲିମ ହାଜାରଙ୍କୁ ପୋଲିସ ଗିରଫ କରିଛି। ଚୁଡ଼ା କିଣିବା ପାଇଁ ଅଭିଯୁକ୍ତ ନାବାଳିକାଙ୍କୁ ଘରୁ ବଜାର ନେଇଆସିଥିଲେ। ନାବାଳିକାଙ୍କୁ ଏକ ନିର୍ମାଣାଧୀନ କୋଠାକୁ ନେଇ ୟୁସୁଫ ବଳାତ୍କାର କରିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଅନୁମତି: ଦିଲ୍ଲୀ କ୍ୟାପିଟାଲ୍ସରେ ଖେଳିବେ ମିଚେଲ ଷ୍ଟାର୍କ

ସିଡ୍‌ନୀ,୨୪ା୪: ମିଚେଲ ଷ୍ଟାର୍କଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି କ୍ରିକେଟ ଅଷ୍ଟ୍ରେଲିଆ ଅନୁମତି ଦେଇଛି। ଫଳତଃ ମେ ୧’ରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ…

ଯୁଦ୍ଧ ଭିତରେ ଚମକାଇ ଦେଲେ ନେତାନ୍ୟାହୁ, ମେଡିକାଲ ରିପୋର୍ଟ କଲେ ସାର୍ବଜନୀନ! ଗୁରୁତର ରୋଗରେ…

ଜେରୁଜେଲମ,୨୪।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତାଙ୍କର ବାର୍ଷିକ ଚିକିତ୍ସା ରିପୋର୍ଟ ସାର୍ବଜନୀନ କରି ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛନ୍ତି। ଯୁଦ୍ଧ ଏବଂ କୂଟନୀତିର କେନ୍ଦ୍ରସ୍ଥଳରେ ଥିବା ନେତାନ୍ୟାହୁ…

ଭାଜପାରେ ଯୋଗଦେଲେ ରାଘବ ଚଢା, ମିଳିବ ବଡ଼ ଦାୟିତ୍ୱ! ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୪।୪: ଭାଜପାରେ ଯୋଗଦେଲେ ରାଘବ ଚଢା। କିଛି ସମୟ ପୂର୍ୱରୁ ଏଏପିରୁ ଇସ୍ତଫା ଘୋଷଣା କରିଥିବା ରାଜ୍ୟ ସଭା ଏମପି ରାଘବ ଚଢା, ଅଶୋକ ମିତ୍ତଲ ଏବଂ…

୩୦ ଜୀବନ ବଞ୍ଚାଇ ହାରିଗଲା ‘କାଳୀ’: ଲୁହ ଝରାଇଲେ ଗାଁ ଲୋକ

ଉଦଳା,୨୪।୪(ସନ୍ତୋଷ କୁମାର ବାଚ୍ଛିନୀ): ଆଜିର ସମାଜରେ ଉପକାର କରିଥିବା ଆପଣାର ଲୋକଙ୍କୁ ମଣିଷ ଠକି ଦେଉଛି। ମାତ୍ର ମଣିଷ ପାଖରୁ ପାଇଥିବା ସ୍ନେହ ମମତା ଓ ଭଲ…

ଏଏପିର ୭ ଏମପି : ରାଜ୍ୟ ସଭାରେ ଭାଜପାର ବଡ଼ ଗେମ୍‌, ଦିଲ୍ଲୀରେ ହଲଚଲ!

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟି (ଏଏପି)ର ସାତ ଜଣ ରାଜ୍ୟ ସଭା ସଦସ୍ୟ ରାଘବ ଚଢା ଏବଂ ସନ୍ଦୀପ ପାଠକ ଶୁକ୍ରବାର ଭାଜପାରେ ଯୋଗଦେବାର ଘୋଷଣା କରିଛନ୍ତି।…

ମୋଦି କ୍ୟାବିନେଟ ନା ପଞ୍ଜାବ ଭାଜପାର ଚେହେରା ହେବେ ଚଢା? ଜଣାପଡିଲା ଭିତିରି ଖେଳ

ନୂଆଦିଲ୍ଲୀ,୨୪।୪: ରାଘବ ଚଢା ଏବଂ ଅନ୍ୟ ଛଅ ଜଣ ରାଜ୍ୟ ସଭା ଏମପି ଆମ ଆଦମୀ ପାର୍ଟି (ଆପ) ଛାଡି ଭାଜପାରେ ଯୋଗଦେବାର ଘୋଷଣା ଭାରତୀୟ ରାଜନୀତିରେ…

ଭାଙ୍ଗିଯିବ ପଞ୍ଜାବର ମାନ ସରକାର? ଏଏପିର ୭ ଏମପି ଦଳ ଛାଡିବା ପରେ ବଢିଲାଣି ଚିନ୍ତା

ନୂଆଦିଲ୍ଲୀ,୨୪।୪: ପଞ୍ଜାବରେ ଆମ ଆଦମୀ ପାର୍ଟି (AAP) ସରକାର ପତନ ଦ୍ୱାରରେ ପହଞ୍ଚିଛି କି? ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, AAP ରାଜ୍ୟ ସଭା ଏମପି ରାଘବ ଚଢା,…

ରାଘବ ଚଢାଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ କେଜରିଓ଼୍ବାଲ, ଜାତୀୟ ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟିକୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ଶୁକ୍ରବାର ୨୪ ଏପ୍ରିଲ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି ରାଘବ ଚଢା କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri