ବ୍ରେକ୍‌ଅପ୍‌ର ୨ବର୍ଷ ପରେ ପୁଣି ଏକାଠି ନଜର ଆସିଲେ ଏହି ଯୋଡ଼ି

ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାନ ଓ କାର୍ତ୍ତିକ ଆର୍ଯ୍ୟନ ପରସ୍ପରକୁ ଡେଟ୍‌ କରିଥିଲେ। ଫିଲ୍ମ ‘ଲଭ ଆଜ କଲ୍‌ -୨’ ର ଶୁୁଟିଂ ବେଳେ ପରସ୍ପର ରିଲେଶନସିପ୍‌ରେ ଥିବା ଚର୍ଚ୍ଚା ହୋଇଥିଲା। ଉଭୟ ଏକାଠି ନଜର ଆସିଥିବା ଅନେକ ଫଟୋ ଓ ଭଡିିଓ ମଧ୍ୟ ଭାଇରାଲ ହୋଇଥିଲା। ଫିଲ୍ମଟି ବକ୍ସ ଅଫିସରେ ଫ୍ଲପ ହୋଇଥିଲା। ରିଲିଜ ପରେ ଉଭୟ ନିଜ ନିଜର ରାସ୍ତା ଅଲଗା କରି ନେଇଥିଲେ। ଏବେ ପୁଣି ଥରେ ଦୁହେଁ ନଜର ଆସିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି।
ଉଭୟଙ୍କର ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି। ପ୍ରଶଂସକମାନେ ଉଭୟଙ୍କୁ ପୁଣି ଥରେ ଏକାଠି ଦେଖି ବହୁତ ଖୁସି ଅଛନ୍ତି। ଫଟୋରେ କାର୍ତ୍ତିକ ଧଳା ରଙ୍ଗର ଜ୍ୟାକେଟ ପିନ୍ଧିବା ଦେଖାଯାଉଛି। ସାରା ବ୍ଲାକ ଡ୍ରେସରେ ନଜର ଆସିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍‌ ଦିବସ, ଅଧିକ ସଚେତନତା ଆବଶ୍ୟକ

ଅଟିଜିମ୍‌ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍‌ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ…

ମାଟିତଳୁ ମିଳିଲା ବଙ୍କର ହିଲ୍‌ ଯୁଦ୍ଧ ସମୟର ଦୁର୍ଗ, ଗୁଳି

ବୋଷ୍ଟନ, ୧୮ା୬ (ଏ.ପି.): ଆମେରିକାର ସ୍ୱାଧୀନତା ସଂଗ୍ରାମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରଣାଙ୍ଗନ ଭାବେ ପରିଚିତ ‘ବଙ୍କର ହିଲ୍‌’ର ମାଟି ତଳୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ୧୭୭୫ ମସିହା ଯୁଦ୍ଧର ଅନେକ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri