‘ଫନି’କୁ ପୂରିଲା ୨ ବର୍ଷ: ଏବେବି ବାତ୍ୟା ନାଁ ଶୁଣିଲେ ଥରି ଉଠୁଛି ଛାତି

ଭୁବନେଶ୍ୱର,୩।୫(ବ୍ୟୁରୋ): ଆଜିର ଠିକ୍‌ ଏହି ଦିନରେ ଅର୍ଥାତ୍‌ ମେ’ ୩ରେ ଓଡ଼ିଶାରେ ତାଣ୍ଡବ ରଚିଥିଲା ‘ଫନି’। ୨୦୧୯ ମେ’ ୩ରେ ଓଡ଼ିଶାରେ ଫନି ତା’ର କରାଳ ରୂପ ଦେଖାଇଥିଲା। ଏଥିରେ ଛାରଖାର ହୋଇଯାଇଥିଲା ଅନେକ ଗାଁ। ବିଶେଷକରି ପୁରୀ ଜିଲା ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବହୁ କ୍ଷୟକ୍ଷତି ହୋଇଥିଲା। କେତେ ଲୋକଙ୍କର ଜୀବନ ମଧ୍ୟ ଯାଇଥିଲା। ଆଜି ଫନିକୁ ୨ ବର୍ଷ ପୂରିଥିବା ବେଳେ ଲୋକଙ୍କ ମନରୁ ଏହି ଭୟ ଦୂର ହୋଇନାହିଁ। ଟିକେ ଝଡ଼ତୋଫାନ କଥା ଶୁଣିଲେ ମନରେ ଛନକା ପଶିଯାଉଛି। ଏହି ବାତ୍ୟାର ଭୟଙ୍କର ଦୃଶ୍ୟ ଯେ ଦେଖିଛି, ସେ ଅନୁଭବ କରିଛି ଏହା କେତେ ଭୟଙ୍କର ଥିଲା। ଖୁବ୍‌ ଜୋର୍‌ରେ ପବନ ବହିବାରୁ ଅନେକ ଘରଦ୍ୱାର, ଗଛ,ଇଲେକ୍ଟ୍ରିଖୁଣ୍ଟ ଆଦି ଭାଙ୍ଗିଥିଲା। ବାତ୍ୟା ସିନା ଚାଲିଗଲା, ହେଲେ ଛାଡ଼ିଦେଇଗଲା ଅନେକ କ୍ଷତ। ଯାହା ଆଜି ବି ପୂରଣ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର

ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ…

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri