ରାଣୀଙ୍କ ପରି ଡ୍ରେସ୍‌ ପିନ୍ଧିବାରୁ ୨ ବର୍ଷ ଜେଲ

ବ୍ୟାଙ୍କକ୍‌: ଥାଇଲାଣ୍ଡ ରାଣୀ ସୁଥିଡାଙ୍କ ପରି ପୋଷାକ ପିନ୍ଧିବା କାରଣରୁ ଥାଇଲାଣ୍ଡ କୋର୍ଟ ଜଣେ ମହିଳା ସାମାଜିକ କର୍ମୀଙ୍କୁ ଦୁଇବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୨୦ରେ ରାଜାଙ୍କ ବିରୋଧରେ ବ୍ୟାଙ୍କକ୍‌ ରାଜରାସ୍ତାରେ ସାଧାରଣ ନାଗରିକଙ୍କ ଦ୍ୱାରା ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ୨୫ ବର୍ଷୀୟା ଜାଟୁପର୍ନ ‘ନ୍ୟୁ’ ସାଇଉଇଙ୍ଗ ରାଣୀଙ୍କ ପରି ଏକ ଗୋଲାପୀ ରଙ୍ଗର ଡ୍ରେସ୍‌ ପରିଧାନ କରି ରେଡ୍‌ କାର୍ପେଟରେ ଚାଲିଥିବାବେଳେ ଅନ୍ୟ ପ୍ରଦର୍ଶନକାରୀମାନେ ତଳେ ବସିଥିବାର ଦେଖିବାକୁ ମିଳିଥିଲା। ରାଜ ପରିବାର ସଦସ୍ୟଙ୍କୁ ଅପମାନୀତ କଲା ଭଳି କାର୍ଯ୍ୟ ଅଭିଯୋଗରେ ମୋଟ ୨୧୦ ସାମାଜିକ କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତେବେ ସେମାନଙ୍କ ମଧ୍ୟରୁ ଜାଟୁପର୍ନଙ୍କୁ ସବୁଠାରୁ କମ୍‌ ସମୟର ଦଣ୍ଡାଦେଶ ମିଳିଥିବା କୁହାଯାଉଛି। ଥାଇଲାଣ୍ଡରେ ରାଜା, ରାଣୀଙ୍କ ପ୍ରତି ଅପମାନଜନକ ବ୍ୟବହାର ପ୍ରଦର୍ଶନ କଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୧୫ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ଦିଆଯିବାର ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri