ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ଜୀବନ ଗଲା, ଜଣେ ଗୁରୁତର

ଢେଙ୍କାନାଳ,୨୬ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୁରୁଣା କଟକ-ସମ୍ବଲପୁର ରାସ୍ତାର କୋତ୍ତମଠାରେ ରବିବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଧକ୍କାରେ ବିପରୀତ ଦିଗରୁ ସ୍କୁଟିରେ ଆସୁଥିବା ୩ ଯୁବକଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ଜଣେ ଗୁରୁତର ଅଛନ୍ତ। ୩ ଜଣ ଯାକ ଯୁବକ ଭୁବନେଶ୍ୱରରୁ ସ୍କୁଟିରେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ମୃତ ଓ ଆହତମାନଙ୍କ ପରିଚୟ ମିଳିପାରିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କୁ ଛଟେଇ ନେଇ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଜଣାଇବାକୁ ଦଣ୍ଡ ପ୍ରଣାମ ମାରିମାରି…

ଖୋର୍ଦ୍ଧା,୨୬ା୧୦(ପ୍ରଭାତ ପାଣିଗ୍ରାହୀ): ‘ଟାଟା ହଟାଅ, ଓଡ଼ିଶା ବଞ୍ଚାଅ’ ନାରାରେ ଖୋର୍ଦ୍ଧାରେ ତେଜିଛି ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କ ଆନ୍ଦୋଳନ। ଖୋର୍ଦ୍ଧା ବିଦ୍ୟୁତ୍‌ ଡିଭିଜନ ଅଧୀନ ୧୮ଟି ସେକ୍ସନରେ କାର୍ଯ୍ୟରତ…

ବିବାଦ ଘେରରେ କଟକ ଜିଲାପାଳଙ୍କ ନିର୍ଦ୍ଦେଶନାମା: ତହସିଲଦାରଙ୍କୁ ରାଜସ୍ବ କ୍ଷମତା ହସ୍ତାନ୍ତରକୁ ନେଇ ଉଠିଲା ପ୍ରଶ୍ନ

କଟକ ସଦର,୨୬ା୧୦(ସୁଶାନ୍ତ କୁମାର ଜେନା): ୨୦୨୫ରେ କଟକ ଜିଲାପାଳ ଏକ ନିର୍ଦ୍ଦେଶନାମା ଜାରି କରି ସରକାରୀ ଜମିର ହସ୍ତାନ୍ତର କରିବାର କ୍ଷମତା ଜିଲାର ସମସ୍ତ ତହସିଲଦାରଙ୍କୁ ପ୍ରଦାନ…

ଡ୍ରାଇଭିଂ ଲାଇସେନ୍ସ କରାଉଥିଲେ ଜାଣନ୍ତୁ, ବଦଳିବ ନିୟମ; ଏଣିକି…

ନୂଆଦିଲ୍ଲୀ, ୨୬।୧୦: ଦେଶରେ ଡ୍ରାଇଭିଂ ଲାଇସେନ୍ସ (DL) ନିୟମରେ ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତାବ ଦେଇଛି ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ (MoRTH)। ସେଣ୍ଟ୍ରାଲ ମୋଟର…

ରାସ୍ତାରେ ଦଙ୍ଗା, ଭଙ୍ଗାରୁଜା କଲେ ଅଭିଭାବକ ଗଣିବେ ଟଙ୍କା! ନୂଆ ଆଇନକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୨୬।୧୦: ୟୁରୋପର ଅନେକ ଦେଶରେ ଏବେ ଯୁବପିଢ଼ି ଓ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ ରାସ୍ତାଘାଟରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି। ଫ୍ରାନ୍ସରୁ ଆରମ୍ଭ ହୋଇଥିବା ବିରୋଧର ନିଆଁ…

ତୃତୀୟ ଟି-୨୦ରୁ ବାଦ୍‌ ପଡ଼ିଲେ ଇଶାନ କିଶନ, ବୈଭବ ନୁହେଁ ଏହି ଖେଳାଳିଙ୍କୁ ମିଳିବ ସୁଯୋଗ!

ନୂଆଦିଲ୍ଲୀ, ୨୬।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା ଲାଗିଛି। ଭାରତୀୟ ଦଳର ଷ୍ଟାର୍‌ ଖେଳାଳି ଇଶାନ କିଶନ ତୃତୀୟ…

ଜଙ୍ଗଲରୁ ମିଳିଲା କବିରାଜଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇ…

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ଖେଜୁରୀ ଓ କାକୁଡ଼ିରୁମା ଜଙ୍ଗଲ ମଧ୍ୟବର୍ତ୍ତୀ ଅଞ୍ଚଳରୁ ଜଣେ କବିରାଜଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ଆଗକୁ ଦେଖିବାକୁ ପଡ଼ିବ ଅନେକ ପ୍ରାକୃତିକ ବିପର୍ଯ୍ୟୟ

ଭୁବନେଶ୍ୱର,୨୬ା୧୦: ଆମ ଚାରିପାଖରେ ପଡି ରହିଥିବା ଜିନିଷ ହିଁ ପ୍ରଦୂଷଣ ବଢାଉଛି। ଏଥିପାଇଁ ଆମେ ସମସ୍ତେ ହିଁ ଦାୟୀ। ଆମେ ବଜାରରୁ ପ୍ଲାଷ୍ଟିକ ଓ ପଲିଥିନରେ ଜିନିଷ…

ଗ୍ରାମ୍ୟ ନିର୍ମାଣ ବିଭାଗ କେନ୍ଦ୍ରାପଡ଼ା-ଯାଜପୁର ସର୍କଲ: ପିସି କାରବାରରୁ ବଢ଼ୁଛି ଦୁର୍ନୀତି, ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୬ା୧୦(ହର୍ଷବର୍ଦ୍ଧନ ବେହେରା): ପ୍ରଶାସନରେ ସ୍ବଚ୍ଛତା ଏବଂ ପରସେଣ୍ଟ (ପିସି) କାରବାରର ମୂଳୋପତ୍ାଟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?