ବନ୍ଧୁକ ଧରି କାର୍‌ ଅଟକାଇବା ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କଲେ ୨ ଯୁବକ: ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ପାଟଣା,୨୨ା୧(ବୀର କିଶୋର ଦାଶ): ରାସ୍ତା ଉପରେ ପୋଲିସ କିମ୍ବା ଆର୍ମିର ବେଆଇନ ବନ୍ଧୁକ ଧରି ଏକ ବୋଲେରୋ ଓ ଏକ କାର୍‌କୁ ଅଟକାଇବା ଭଳି ଫଟୋ ଉଠାଇ ହାଟ୍ସଆପ ଷ୍ଟାଟସ୍‌ରେ ରଖିଛନ୍ତି। ଯେଉଁ ଫଟୋ କି ସ୍ଥାନୀୟ ପାଟଣା ଅଞ୍ଚଳରେ ମୋବାଇଲରୁ ମୋବାଇଲକୁ ଘୂରି ବୁଲୁଛି। ଫଟୋ ଆତଙ୍କସୃଷ୍ଟି ଉଦ୍ଦେଶ୍ୟରେ ଉଠାଇ ପୋଷ୍ଟ କରାଯାଇଛି ବୋଲି ଆଲୋଚନା ହେଉଛି। ଫଟୋ ଉଠାଇଥିବା ଆତଙ୍କ ସୃଷ୍ଟି ଉଦ୍ଦେଶ୍ୟରେ ପୋଷ୍ଟ କରିଥିବା ୨ ଯୁବକ ହେଉଛନ୍ତି ପାଟଣା ବ୍ଲକ ବଡ଼ ପାଟଣାପଞ୍ଚାୟତ ସାନ ଜାମୂପୋଷି ଗ୍ରାମର ମେଘନାଦ ମହାନ୍ତ ଓ ନିଲୁ ମହାନ୍ତ। ଏହି ୨ ଯୁବକ ହାତରେ ପୋଲିସ କିମ୍ବା ଆର୍ମିର ବନ୍ଧୁକ ଧରି ରାସ୍ତା ଉପରେ ଛିଡ଼ା ହୋଇ ଫଟୋ ଉଠାଇ ନିଜ ହାଟ୍ସଆପ ଷ୍ଟାଟସ୍‌ରେ ରଖିଥିବା ଦେଖିବାକୁ ମିଳିଛି। ଏଭଳି ଆପତ୍ତିଜନକ ଫଟୋକୁ ସୋସିଆଲ ମିଡିଆରେ ଦେଖି ଲୋକେ ଆତଙ୍କିତ ହୋଇଥିବା ସହ ଫଟୋଟି ଆତଙ୍କ ଖେଳାଇବା ସହ ବନ୍ଧୁ ପରିଜନଙ୍କୁ ଭୟଭୀତ କରାଇଛି। ତେବେ ଏହି ବନ୍ଧୁକ ୭.୬୨ଏମ୍‌ଏମ ଇନ୍‌ ଷ୍ଟାଟ୍‌ ରାଇଫଲ ହୋଇଥିବା ବେଳେ ଏହି ବନ୍ଧୁକ ପୋଲିସ , ଆର୍ମି ଓ ସି.ଆର.ପି.ଏଫ୍‌ ଯବାନଙ୍କ ପାଇଁ ଉଦ୍ଦିଷ୍ଟ। ଉଭୟ ଏହି ବନ୍ଧୁକ କିଭଳି କେଉଁଠୁ ପାଇଲେ ସେ ନେଇ ଚର୍ଚ୍ଚା ହେଉଥିବା ବେଳେ ପୋଲିସ ଘଟଣାର ତଦନ୍ତ କରିବାକୁ ବିଭିନ୍ନ ମହଲରେ ଦାବି ହୋଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri