ବିରୂପାରେ ଭାସିଗଲେ ୨ ଯୁବକ

କଟକ,୧୨।୪: ବିରୂପା ନଦୀରେ ଭାସିଯାଇ ୨ ଯୁବକ ମୃତ୍ୟୁ ହୋଇଛି। କଟକ ଏସିବିରେ ୨ ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ୨ ଯୁବକ ଚୌଦ୍ୱାର ଖୋର୍ଦ୍ଧା ସାହିର ହୋଇଥିବା ସୂଚନା ମିଳିଛି।