ଜୟଦେବ ଯେନାଙ୍କୁ କରୋନା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଜୟଦେବ ଯେନା କରୋନାରେ ସଂକ୍ରମିତ ହୋଇଛନ୍ତି। କୋଭିଡ-୧୯ ପରୀକ୍ଷାରେ ତାଙ୍କର ପଜିଟିଭ୍‌ ଆସିଛି। ଏନେଇ ଦଳୀୟ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ ନିଜକୁ ଆଇସୋଲେଟ ହେବାକୁ ସେ ନିବେଦନ କରିଛନ୍ତି। ଏକ ଘରୋଇ ହସ୍ପିଟାଲରେ ସେ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି ।…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ

କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri