Posted inଜାତୀୟ

କଂଗ୍ରେସ କାର୍ଯ୍ୟକ୍ରମର ବାସି ଖାଦ୍ୟ ଖାଇ ୨୦ ଗୋରୁ ମୃତ

ରାୟପୁର,୫ା୯: ଛତିଶଗଡ଼ର ନୟା ରାୟପୁର ଅନ୍ତର୍ଗତ ଟୁଟା ଗ୍ରାମରେ ୨୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିବା ସହ ଅନେକ ଅସୁସ୍ଥ ହୋଇପଡ଼ିଥିବାରୁ ବିରୋଧୀ ଭାଜପା କଂଗ୍ରେସ ସରକାରଙ୍କୁ ସମାଲୋଚନା କରିଛି। ଖବର ଅନୁଯାୟୀ ଗତ ୨ ତାରିଖରେ ଉକ୍ତ ସ୍ଥାନରେ ରାଜୀବ ଯୁବ ମିତନ କ୍ଲବ୍‌ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା, ଯେଉଁଥିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ପାଇଁ ଆସିଥିବା ଖାଦ୍ୟ ପ୍ୟାକେଟ୍‌ ମଧ୍ୟରୁ ପ୍ରାୟ ୨ରୁ ୩ ଟ୍ରକ୍‌ ପ୍ୟାକେଟ ବଳିଥିଲା। ସେଗୁଡ଼ିକ ବାସି ହୋଇଯିବାରୁ କାର୍ଯ୍ୟକ୍ରମ ସ୍ଥଳରେ ଫିଙ୍ଗିଦିଆଯାଇଥିଲା, ଯାହାକୁ ଖାଇ ଗୋରୁଙ୍କ ଜୀବନ ଗଲା ବୋଲି ଗାଁ ଲୋକେ ଓ ଗୋରୁ ମାଲିକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri