ଯିବା ଆସିବା ରେଳ ଟିକେଟ ଏକାଥରେ କିଣିଲେ ୨୦% ରିହାତି

ଭୁବନେଶ୍ୱର,୧୦ା୮(ଅନୁରାଧା ମହାରଣା): ପାର୍ବଣ ଋତୁରେ ଟ୍ରେନ୍‌ରେ ଓ ଟିକେଟ ପାଇଁ କାଉଣ୍ଟରରେ ପ୍ରବଳ ଭିଡ଼ ହୋଇଥାଏ। ଏସବୁ ଭିଡ଼ଜନିତ ସମସ୍ୟା ଏଡାଇବା ପାଇଁ ଭାରତୀୟ ରେଳପଥ ଏକ ନୂତନ ଯୋଜନା ‘ରାଉଣ୍ଡ୍‌ ଟ୍ରିପ୍‌ ପ୍ୟାକେଜ ଫର୍‌ ଫେଷ୍ଟିଭାଲ ରଶ୍‌’ ଆରମ୍ଭ କରିଛି। ରେଳଯାତ୍ରୀ ଯିବା ଓ ଆସିବା ପାଇଁ ଏକାଥରେ ରେଳ ଟିକେଟ ବୁକ୍‌ କଲେ ୨୦ ପ୍ରତିଶତ ରିହାତି ଦିଆଯିବ। ରେଳ ମନ୍ତ୍ରଣାଳୟ ଏହି ରାଉଣ୍ଡ ଟ୍ରିପ୍‌ ପ୍ୟାକେଜ ସମ୍ପର୍କରେ ଘୋଷଣା କରିଛି। ଏହି ଯୋଜନା ଅନୁସାରେ, ଏହି ରିହାତି କେବଳ ସେହି ଯାତ୍ରୀମାନଙ୍କୁ ଦିଆଯିବ, ଯେଉଁମାନେ ସମାନ ନାମ ଏବଂ ବିବରଣୀ ସହିତ ଆସିବା ଓ ଯିବା ପାଇଁ ଟିକେଟ ବୁକ୍‌ କରିବେ। ଉଭୟ ଟିକେଟ ସମାନ ଶ୍ରେଣୀ ଏବଂ ସମାନ ଷ୍ଟେଶନ ଯୋଡ଼ା ହେବା ଉଚିତ। ଯିବା ଯାତ୍ରା ଟିକେଟ ଅକ୍ଟୋବର ୧୩ରୁ ୨୬ ମଧ୍ୟରେ ଏବଂ ଫେରିବା ଟିକେଟ ନଭେମ୍ବର ୧୭ରୁ ଡିସେମ୍ବର ୧ ମଧ୍ୟରେ ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri