ଜଳକା ନଦୀ ବନ୍ଧରେ ୨୦ ଫୁଟ ଘାଇ

ବସ୍ତା,୨୧ା୮(ଡି.ଏନ.ଏ) : ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ପତ୍ରଝଡ଼ା ପଞ୍ଚାୟତର ସରଡ଼ିହା ନିକଟରେ ଶୁକ୍ରବାର ଜଳକା ନଦୀବନ୍ଧରେ ୨୦ ଫୁଟର ଘାଇ ହୋଇଛି। ଫଳରେ ବନ୍ୟାଜଳ ମାଡ଼ି ବ୍ୟାପକ ଫସଲ କ୍ଷତି ହେବା ସହିତ ଜମିରେ ବାଲିଚର ପଡ଼ିଯାଇଛି। ମହାତ୍ମାଗାନ୍ଧି ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଚଳିତ ବର୍ଷ ଏହି ମାଟିବନ୍ଧ ତିଆରି ହୋଇଥିଲା। ଘାଇ ଯୋଗୁ ସ୍ଥାନୀୟ ନାଭ ଗ୍ରାମର ଲୋକେ ଯିବାଆସିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ଏହି ବନ୍ଧର ମରାମତି ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?