ଖୋଲିଲା ୨୦ ଗେଟ୍‌: ମହାନଦୀରେ ବଢୁଛି ବନ୍ୟା ଆଶଙ୍କା

ସମ୍ବଲପୁର,୧୫।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୩୩ ଫୁଟରେ ପହଞ୍ଚିଛି। ଏନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ବୁଧବାର ସନ୍ଧ୍ୟା ସୁଦ୍ଧା ୨୦ଟି ଗେଟରେ ବନ୍ୟା ଜଳ ନିଷ୍କାସନ କରାଯାଇଥିବା ସୂଚନା ଦେଇଛନ୍ତି।

ଜଳଭଣ୍ଡାର ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉଛି। ଏଥିଯୋଗୁ ଜଳଭଣ୍ଡାରକୁ ପ୍ରତି ସେକେଣ୍ଟରେ ୨ ଲକ୍ଷ ୯୨ ହଜାର ୬୨୮ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି । ଜଳଭଣ୍ଡାର ନିଷ୍କାସନ ପାଣି ମହାନଦୀରେ ବନ୍ୟା ପରିସ୍ଥିତି ହୋଇପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲ ନାଁରେ ସାଇବର ଠକେଇ ଅପରାଧ

ପୁରୀ ଅଫିସ,୧୯।୪: ରାଜ୍ୟରେ ଦିନକୁ ଦିନ ସାଇବର ଠକେଇ ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଲୋକଙ୍କୁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଠକମାନେ...

ନବଜାତ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା

ବାଲେଶ୍ୱର ଅଫିସ, ୧୧।୬ ନବଜାତ ଶିଶୁର ମୃତ୍ୟୁକୁ ନେଇ ଶୁକ୍ରବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖାଦେଇଛି। ଡାକ୍ତରଖାନା ଅଧିକାରୀ ଓ ପୋଲିସ ପହଞ୍ଚତ୍...

ପ୍ରେମିକାଙ୍କୁ ବ୍ରିଜ୍‌ତଳକୁ ଠେଲି କ୍ବାରାଣ୍ଟାଇନରେ ପ୍ରେମିକ

ବରଗଡ଼ ଅଫିସ୍‌,୧।୮-ପ୍ରେମିକାଙ୍କୁ ବ୍ରିଜ୍‌ ତଳକୁ ଠେଲି ଦେଇ ଜଣେ ଯୁବକ ଏକ ଟିଏମ୍‌ସିରେ କ୍ବାରାଣ୍ଟାଇନରେ ରହିବା ଘଟଣା ଏବେ ବରଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ...

ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ-ଜନତା ମୁହାଁମୁହିଁ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅର୍ଥାତ୍‌ ମଙ୍ଗଳବାର ପୋଲିସ ଓ ଜନତାଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। କଂଗ୍ରେସ ଭବନ ନିକଟରେ ଛିଡା ହୋଇ ଜୋର ଜବରଦସ୍ତ...

କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ପାଠପଢ଼ା ଆରମ୍ଭ ହେବ। ଡିଏମଇଟି ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ...

ପଞ୍ଚାୟତ କ୍ଷମତାକୁ ସଙ୍କୁଚିତ କରୁଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୫ା୩(ବ୍ୟୁରୋ): ପଞ୍ଚାୟତିରାଜ ବ୍ୟବସ୍ଥାର ଅସଲ ଉଦ୍ଦେଶ୍ୟ ଶାସନକୁ ବିକେନ୍ଦ୍ରୀକରଣ କରିବା। ଏହା ହେଲେ ସାଧାରଣ ଜନତାଙ୍କ ପାଖରେ ଯୋଜନା ପହଞ୍ଚିବାରେ ସହଜ ହୋଇପାରିବ। କିନ୍ତୁ ରାଜ୍ୟରେ...

ପଥର କ୍ୱାରୀରେ ଚଢ଼ାଉ: ବିସ୍ଫୋରକ ଜବତ, ୩ ଗିରଫ

ଗୁଣପୁର,୨୪।୯(ଡି.ଏନ୍‌.ଏ.)- ପଥର ଫୁଟାଇବା ପାଇଁ ବେଆଇନଭାବେ ବିସ୍ଫୋରକ ବ୍ୟବହାର କରାଯାଉ ଥିଲା। ଗୁଣପୁର ପୋଲିସ ଖବର ପାଇ ସନ୍ନ୍ୟାସୀପୁରସ୍ଥିତ ଏକ ପଥର କ୍ୱାରୀରେ ଚଢ଼ାଉ କରି...

ପ୍ରଦୂଷଣକୁ ଅଣଦେଖା: ଧୂଆଁ, ଧୂଳି ବଳୟରେ ଉପକୂଳ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ସହରାଞ୍ଚଳ ଓ ଶିଳ୍ପାଞ୍ଚଳ ବାୟୁ ପ୍ରଦୂଷଣ ବେଳକୁବେଳ ଘାତକ ହେବାରେ ଲାଗିଛି। ଯାନବାହନ ସଂଖ୍ୟା ବୃଦ୍ଧି ସାଙ୍ଗକୁ ଧୂଳି, ଧୂଆଁରେ ସହରାଞ୍ଚଳ ବାୟୁମଣ୍ଡଳ ଭରିଯାଉଛି।...

Advertisement
Archives

Model This Week