କାଶୀପୁର ଝାଡ଼ାବାନ୍ତି ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି

ଟିକିରି,୧ା୮(ଡି.ଏନ୍‌.ଏ.): ଓଡ଼ିଶା ଜନଜାଗରଣ ଅଭିଯାନର ରାଜ୍ୟ ସଭାପତି ମଧୁସୁଦନଙ୍କ ନେତୃତ୍ୱରେ ଏକ ଟିମ୍‌ କାଶୀପୁର ବ୍ଲକର ଝାଡ଼ାବାନ୍ତି ପ୍ରଭାବିତ ଅଞ୍ଚଳ ଗସ୍ତ କରି ମୃତକମାନଙ୍କ ପରିବାରକୁ ସାକ୍ଷାତ କରିଛନ୍ତି। ମୃତକଙ୍କ ପରିବାର ଲୋକେ ଶ୍ରମିକ ଶ୍ରେଣୀର ହୋଇଥିବାରୁ ପ୍ରତ୍ୟେକ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯାଉ ବୋଲି ଦାବି କରିଛନ୍ତି। ଏହି ଟିମ୍‌ ୨ ଦିନ ଧରି ଅଞ୍ଚଳର ମୁଖ୍ୟ ସମସ୍ୟା ଲୋକଙ୍କ ଠାରୁ ପଚାରି ବୁଝିଥିଲେ।
କାଶୀପୁର ବ୍ଲକରେ ମୃତ୍ୟୁକୁ ରୋକିବା ପାଇଁ ସରକାର ପ୍ରତ୍ୟେକ ପରିବାରଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ, ନାଳ ନର୍ଦ୍ଦମା ସଫା, ପ୍ରତ୍ୟେକ ଘରେ ଶୌଚାଳୟ ସ୍ଥାପନ ଏବଂ ଗାଁକୁ ପକ୍କାରାସ୍ତା କରନ୍ତୁ ଏବଂ ସମସ୍ତଙ୍କୁ ପକ୍କାଘର ଯୋଗାଇ ଦିଅନ୍ତୁ ବୋଲି ଅଭିଯାନର ସଭାପତି କହିଛନ୍ତି। ଏଥିସହ ଆଗମୀ ଦିନରେ ସଙ୍ଗଠିତ ହୋଇ ଜନ ଆନ୍ଦୋଳନ ମାଧ୍ୟମରେ ଅଞ୍ଚଳକୁ କଲେରା ମୁକ୍ତ କରିବା ସହ ସମସ୍ୟାର ସମାଧାନ ନିମନ୍ତେ ଯୁବକ ଏବଂ ମହିଳାମାନେ ଆନ୍ଦୋଳନର ନେତୃତ୍ୱ ନେବାକୁ ଆହ୍ବାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri