୨୦ ଲକ୍ଷ ଛାଡ଼ିଲେ ଭିଟାମାଟି, ୮ ଲକ୍ଷ ଶିଶୁ ବି ସାମିଲ…

କ୍ୱିଭ୍‌/ମସ୍କୋ,୯।୩ : ୟୁକ୍ରେନଉପରେ ରୁଷିଆ ଆକ୍ରମଣ ଯୋଗୁ ଇତିମଧ୍ୟରେ ୨୦ ଲକ୍ଷ ଲୋକ ଭିଟାମାଟି ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ୮ ଲକ୍ଷ ଶିଶୁ ମଧ୍ୟ ରହିଛନ୍ତି ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ରୁଷିଆ ବୋମାମାଡ଼ରେ ୟୁକ୍ରେନ୍‌ର ୮୧ ହସ୍ପିଟାଲ ଧ୍ୱଂସ ହୋଇଯାଇଛି। ଏହା ସହିତ ବିଦ୍ୟୁତ୍‌ ଏବଂ ଜଳ ଯୋଗାଣ ସମ୍ଭବ ହୋଇ ପାରୁନାହିଁ।

ଲୋକେ ଭୋକଶୋଷରେ ସୀମା ମୁହାଁ ହେବାରେ ଲାଗିଛନ୍ତି। ସର୍ବାଧିକ ଲୋକ ପୋଲାଣ୍ଡରେ ଶରଣ ନେଇଛନ୍ତି। ସେହିପରି ରୋମାନିଆ, ମୋଲଡୋଭା, ସ୍ଲୋଭାକିଆ, ହଙ୍ଗେରୀ ଏବଂ ବେଲାରୁଷ୍‌ରେ ୟୁକ୍ରେନ୍‌ ଶରଣାର୍ଥୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ବହୁ ଲୋକ ନିଜ ନିଜ ପରିବାରଠାରୁ ଅଲଗା ହୋଇ ଯାଇଛନ୍ତି।

ସ୍ଳୋଭାକିଆ ସରକାର କହିଛନ୍ତି ଯେ, ୟୁକ୍ରେନ୍‌ ଛାଡ଼ିଥିବା ଲୋକଙ୍କୁ ରହିବା ତଥା ଖାଦ୍ୟ ପାନୀୟର ବ୍ୟବସ୍ଥା କରାଯାଇଛି। ଏହା ସହିତ ସେମାନଙ୍କୁ ଆବଶ୍ୟକ ସ୍ବାସ୍ଥ୍ୟ ସୁବିଧା, ଶିକ୍ଷା ଏବଂ ନିଯୁକ୍ତ ସୁଯୋଗ ମଧ୍ୟ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?