୬ମାସ ମଧ୍ୟରେ ୨୦ଲକ୍ଷ ସ୍ମାର୍ଟସ୍ପିକର

ନୂଆଦିଲ୍ଲୀ,୨୩।୨: ଦେଶର ପ୍ରମୁଖ ଫିନ୍‌ଟେକ୍‌ ପ୍ଲାଟ୍‌ଫର୍ମ ଫୋନ୍‌ ପେ’ର ଅତ୍ୟାଧୁନିକ ସ୍ମାର୍ଟ ସ୍ପିକରର ଶୁଭାରମ୍ଭ ସମ୍ପର୍କରେ ନିକଟରେ ଘୋଷଣା କରାଯାଇଥିଲା। ହେଲେ ଘୋଷଣାର ୬ମାସ ମଧ୍ୟରେ ଫୋନ୍‌ପେ ପ୍ରାୟ ୨୦ଲକ୍ଷ ସ୍ମାର୍ଟ ସ୍ପିକର ବିଭିନ୍ନ କ୍ଷେତ୍ରରେ ଏହାକୁ ବିତରଣ କରିଥିବା ଜଣାପଡିଛି। ଦେଶର ଅଫ୍‌ଲାଇନ ବ୍ୟବସାୟୀମାନଙ୍କ ମଧ୍ୟରେ ଉକ୍ତ ଡିଭାଇସଗୁଡ଼ିକ ପାଇଁ ସବୁଠାରୁ ଅଧିକ ଅଭିବୃଦ୍ଧି ଦେଖାଯାଇଛି। ଫୋନ୍‌ପେର ସ୍ମାର୍ଟ ସ୍ପିକର ବିନା କୌଣସି ହସ୍ତକ୍ଷେପରେ ଗ୍ରାହକଙ୍କ ପେମେଣ୍ଟ ଯାଞ୍ଚ କରିବାରେ ସାହାଯ୍ୟ କରେ ଏବଂ ସେଗୁଡ଼ିକର ଅଡିଓ କନ୍‌ଫର୍ମେସନ ସ୍ପିଡ୍‌ କମ୍ପାନୀର ପ୍ଲାଟ୍‌ଫର୍ମରେ ୩.୫ମିଲିୟନରୁ ଅଧିକ ବ୍ୟବସାୟୀଙ୍କ ପାଇଁ ଅତୁଳନୀୟ ବିଶ୍ୱାସ ଏବଂ ନିର୍ଭରଯୋଗ୍ୟତା ନିର୍ମାଣ କରିବାରେ ସାହାଯ୍ୟ କରିଛି। ପ୍ରତି ମାସ ହାରାହାରି ୭୫କୋଟିରୁ ଅଧିକ କାରବାରର ବୈଧତା ପାଇଁ ଫୋନ୍‌ପେ ସ୍ମାର୍ଟସ୍ପିକର ବ୍ୟବହାର କରାଯାଉଛି।
ଏ ସମ୍ପର୍କରେ ଫୋନପେର ଅଫ୍‌ଲାଇନ ବ୍ୟବସାୟ ମୁଖ୍ୟ ବିବେକ ଲୋହଚେବ କହିଛନ୍ତି, ରେକର୍ଡ ସମୟରେ ସାରା ଦେଶରେ ୨୦ଲକ୍ଷରୁ ଅତ୍ଧକ ସ୍ମାର୍ଟ ସ୍ପିକର ଯୋଗାଇବା ଫୋନ୍‌ପେର ସର୍ବୋଚ୍ଚ କାର୍ଯ୍ୟଦକ୍ଷତାର ପ୍ରମାଣ । ଫୋନପେ ବ୍ୟବସାୟୀଙ୍କ ଆବଶ୍ୟକତା ପୂରଣ କରିବା ପାଇଁ ସର୍ବଦା ନୂଆ ଉପତ୍ାଦ ଏବଂ କଷ୍ଟମାଇଜ ଅଫର ସୃଷ୍ଟି କରିଥାଏ । ଆମେ ଏହା ଦେଖି ଅତ୍ୟନ୍ତ ଆନନ୍ଦିତ ଯେ ଆମର ସ୍ମାର୍ଟ ସ୍ପିକର ଦେଶର ସମସ୍ତ ଅଞ୍ଚଳ ଏବଂ ସହରରେ ବ୍ୟାପକ ଭାବରେ ଗ୍ରହଣ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?