ସାଧାରଣତନ୍ତ୍ର ଦିବସରେ ୨୦ ମନ୍ତ୍ରୀ କରିବେ ପତାକା ଉତ୍ତୋଳନ: କିଏ କେଉଁଠି …

ଭୁବନେଶ୍ୱର,୨୦।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ପାଖେଇ ଆସୁଥିବାରୁ ସବୁଠି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରାଜ୍ୟସ୍ତରୀୟ ପରେଡ ଆୟୋଜିତ ହେବାକୁ ଥିବାବେଳେ ୨୦ ଜିଲାରେ ମନ୍ତ୍ରୀ ପତାକା ଉତ୍ତୋଳନ କରିବେ । ଏ ନେଇ ଶୁକ୍ରବାର ଏକ ତାଲିକା ପ୍ରକାଶ ପାଇଛି ।
ତେବେ କେଉଁଠି କି’ଏ ପତାକା ଉତ୍ତୋଳନ କରିବେ ଜାଣନ୍ତୁ।

ମନ୍ତ୍ରୀ ଜଗନ୍ନାଥ ସାରକା- ଗଜପତି
ନିରଞ୍ଜନ ପୂଜାରି- କଟକ
ରଣେନ୍ଦ୍ର ପ୍ରତାପ ସ୍ବାଇଁ- ଗଞ୍ଜାମ
ପ୍ରଦୀପ କୁମାର ଅମାତ- ସୁବର୍ଣ୍ଣପୁର
ପ୍ରମିଳା ମଲ୍ଲିକ- ଜଗତସିଂହପୁର
ଉଷା ଦେବୀ- କେନ୍ଦୁଝର
ପ୍ରଫୁଲ୍ଲ କୁମାର ମଲ୍ଲିକ- କେନ୍ଦ୍ରାପଡ଼ାରେ
ପ୍ରତାପ କେଶରୀ ଦେବ- ପୁରୀ
ଅତନୁ ସବ୍ୟସାଚୀ ନାୟକ- ଢେଙ୍କାନାଳ
ନବ କିଶୋର ଦାସ- କଳାହାଣ୍ଡି
ଟୁକୁନି ସାହୁ- ମାଲକାନାଗିର
ଅଶୋକ ଚନ୍ଦ୍ର ପଣ୍ଡା- ମୟୁରଭଞ୍ଜ,
ରାଜେନ୍ଦ୍ର ଢୋଲକିଆ- ବରଗଡ଼
ସମୀର ରଞ୍ଜନ ଦାସ- ବାଲେଶ୍ୱର
ପ୍ରୀତି ରଞ୍ଜନ ଘଡେଇ- ସୁନ୍ଦରଗଡ଼ରେ
ଶ୍ରୀକାନ୍ତ ସାହୁ- କନ୍ଧମାଳ
ତୁଷାରକାନ୍ତି ବେହେରା- କୋରାପୁଟ
ରୋହିତ ପୂଜାରୀ- ବଲାଙ୍ଗୀର
ରୀତା ସାହୁ- ସମ୍ବଲପୁର
ବାସନ୍ତୀ ହେମୱ୍ରମ- ଦେଓଗଡ଼ରେ

ସେହିପରି ଅନୁଗୋଳ, ଭଦ୍ରକ, ବୌଦ୍ଧ, ଯାଜପୁର ଝାରସୁଗୁଡ଼ା, ଖୋର୍ଦ୍ଧା, ନୂଆପଡ଼ା, ନବରଙ୍ଗପୁର, ନୟାଗଡ଼ ଓ ରାୟଗଡ଼ାରେ ଜିଲାପାଳ ପତାକା ଉତ୍ତୋଳନ କରିବେ । ଅନ୍ୟପକ୍ଷେ ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆର୍‌ଡିସି ପତାକା ଉତ୍ତୋଳନ କରିବାକୁ ସ୍ଥିର ହୋଇଥିବା ବେଳେ ରାଉରକେଲା ପରେଡରେ ଉତ୍ତରାଞ୍ଚଳ ଆରଡିସି ଅଭିବାଦନ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri