୨୦ ପୋଲିସ କର୍ମଚାରୀଙ୍କୁ ମିଳିବ ରାଜ୍ୟପାଳ ପଦକ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅବସରରେ ଉଲ୍ଲେଖନୀୟ ସେବା ନେଇ ରାଜ୍ୟ ପୋଲିସ କର୍ମଚାରୀଙ୍କୁ ରାଜ୍ୟପାଳ ପଦକ ପ୍ରଦାନ କରାଯିବ। ୨୦୨୧ ପାଇଁ ୪ଜଣ ଆଇପିଏସ୍‌ ଅଧିକାରୀଙ୍କ ସମେତ ମୋଟ ୨୦ ଜଣଙ୍କୁ ଏହି ପଦକ ଦିଆଯିବ। ପୋଲିସ ଆଇଜି ଏସ. ପ୍ରବୀଣ କୁମାର, ଅସିତ ପାଣିଗ୍ରାହୀ, ଭଦ୍ରକ ଏସ୍‌ପି ଚରଣ ସିଂ ମୀନା, ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ପାଇବେ ପଦକ । ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଅନ୍ୟ ପୋଲିସ କର୍ମଚାରୀ ସମ୍ବଲପୁର ଅତିରିକ୍ତ ଏସ୍‌ପିି ତପନ କୁମାର ମହାନ୍ତି, ଓଏପିଏସ୍‌ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ମାଧବାନନ୍ଦ ପ୍ରଧାନ, ରାଜ୍ୟ ଗୁଇନ୍ଦା ବିଭାଗ ଇନ୍ସପେକ୍ଟର ଏ.ଶ୍ରୀନିବାସ ଦୋରା, ସିଆଇଡି ଇନ୍ସପେକ୍ଟର ରତ୍ନାପ୍ରଭା ଶତପଥୀ, ବ୍ରହ୍ମପୁର ଇନ୍ସପେକ୍ଟର ସୁରେଶ କୁମାର ତ୍ରିପାଠୀ, ସିଆଇଡି ସବ୍‌ ଇନ୍ସପେକ୍ଟର ପ୍ରଦ୍ୟୁମ୍ନ କୁମାର ନନ୍ଦ, କୋରାପୁଟ ସବ୍‌ ଇନ୍ସପେକ୍ଟର ସୁଦର୍ଶନ ଅଧିକାରୀ, ଡେପୁଟୀ ସୁବେଦାର ଓଏସ୍‌ଏପି ସେକେଣ୍ଡ ବାଟାଲିୟନ , କୋରାପୁଟ ପୋଲିସ ଏଏସ୍‌ଆଇ ସୀମାଞ୍ଚଳ ବେହେରା, ଭିଜିଲାନ୍ସ ଏଏସ୍‌ଆଇ ପ୍ରଣବ କୁମାର ନାୟକ, ଟିଟିଆଇ ଭୁବନେଶ୍ୱର ହାବିଲଦାର ଅଶୋକ କୁମାର ସାମନ୍ତରାୟ, କନେଷ୍ଟବଳ କିରଣ ଚନ୍ଦ୍ର ପାତ୍ର, କନେଷ୍ଟବଳ ଗୌତମ ପାତ୍ର, ଅନୁଗୋଳ କନେଷ୍ଟବଳ ସୁକେଶ ପ୍ରଧାନ, ଗୁଇନ୍ଦା କନେଷ୍ଟବଳ ସୁଶାନ୍ତ କୁମାର ରାଉତରାୟ, ଭିଜିଲାନ୍ସ କନେଷ୍ଟବଳ ରଶ୍ମୀରେଖା ପଣ୍ଡା ସମ୍ମାନଜନକ ରାଜ୍ୟପାଳ ପୁରସ୍କାର ପାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ଲୋକ ସଭା: ଭାଜପାର ରୁଦ୍ରନାରାୟଣ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୨ୟ ରାଉଣ୍ଡ ଭୋଟଗଣତି ଜାରି ରହିଛି। ପୂର୍ବାହ୍ନ ୧୧.୧୫ ସୁଦ୍ଧା ଏଠାରେ ୧ଲକ୍ଷ ୩୮ ହଜାର ୫୯୦...

ଯୁକ୍ତ ଦୁଇ କଳା ପରୀକ୍ଷାଫଳ ପ୍ରକାଶିତ

ଭୁବନେଶ୍ୱର,୮।୮(ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୋମବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ତେବେ ଯୁକ୍ତ ଦୁଇ...

ବିଜେଡି ଉପସଭାପତି ପଦରୁ ବିଦା ହେଲେ ସୌମ୍ୟରଞ୍ଜନ

ଭୁବନେଶ୍ୱର,୧୨।୯(ସୁନିତ୍‌ ମିଶ୍ର): ଖଣ୍ଡପଡ଼ା ବିଜେଡି ବିଧାୟକ ତଥା ଦଳର ଉପସଭାପତି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଉପରେ ସୁପ୍ରିମୋ ନବୀନ ପଟ୍ଟନାୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବିଧାୟକ ସୌମ୍ୟଙ୍କୁ...

ନିଜକୁ ସୀମାନ୍ତର ଜାଗ୍ରତ ପ୍ରହରୀ ଭାବେ ଦେଖିବାକୁ ପ୍ରସ୍ତୁତ ରୁହନ୍ତୁ

ଭୁବନେଶ୍ବର, ୪।୪(ବ୍ୟୁରୋ) : ଆଜିର ସମୟ ସମ୍ବେଦନଶୀଳ ସମୟ l ପ୍ରତିଟି ଜନସାଧାରଣ ସରକାର, ପ୍ରଶାସନ, ପୁଲିସ କୁ ସେମାନଙ୍କର କାମ କରିବାକୁ ଦିଅନ୍ତୁ l...

କାର୍ଯ୍ୟକାରୀ ହେଉନାହିଁ ବୋଟ୍‌ ରୁଲ୍‌ସ

କେନ୍ଦ୍ରାପଡ଼ା ଅଫିସ, ୨୭ା୬: ଗତ ୧୯ ତାରିଖରେ ମହାକାଳପଡା ବ୍ଲକ ପୀତାପାଟ ଗ୍ରାମ ନିକଟ ମହାନଦୀରେ ଡଙ୍ଗା ଓଲଟିବାରୁ ୫ ଶ୍ରମିକ ପହଁରି ନିଜ ଜୀବନ...

ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୧୨୯

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୫୭...

ଗିରଫ ପରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ମନୀଷ ଅନୁରାଗ ଦାସ ହତ୍ୟା ମାମଲା ପରେ ବିବାଦ ଘେରକୁ ଆସି ଜେଲରେ ଥିବା ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଅଡ଼ୁଆ ବଢିବାରେ ଲାଗିଛି।...

ରେଲ୍‌ଓ୍ବେ ଡେପୁଟି ଚିଫ୍‌ ଇଞ୍ଜିନିୟର ଗିରଫ

ଭୁବନେଶ୍ୱର,୨୬ା୫ (ବ୍ୟୁରୋ): ରେଲ୍‌ଓ୍ବେରେ ବହୁ କୋଟି ଟଙ୍କାର ପ୍ରୋଜେକ୍ଟ ଦେବାକୁ କହି ଜଣେ ଠିକାଦାରଙ୍କଠାରୁ ୫୦ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ରେଲ୍‌ଓ୍ବେ ଡେପୁଟି ଚିଫ୍‌ ଇଞ୍ଜିନିୟର...

Advertisement
Archives

Model This Week