୨୦ ରାଉଣ୍ଡ ଗଣତି ଶେଷ: ବହୁ ଆଗରେ ଭାଜପା, ଦ୍ୱିତୀୟ ସ୍ଥାନ ପାଇଁ କଂଗ୍ରେସ-ବିଜେଡି ଛକ୍କାପଞ୍ଝା

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୨୦ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୯୭୭୮୯ ଭୋଟ ପାଇଛନ୍ତି। ହେଲେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝୀଙ୍କୁ ୩୨ହଜାର ୧୯୧ଖଣ୍ଡ ଭୋଟ ମିଳିଛି।

୨୦ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ତୃତୀୟ ସ୍ଥାନରେ ରହିଥିବା ବେଳେ ତାଙ୍କୁ ୩୦୪୨୩ ଖଣ୍ଡ ଭୋଟ ମିଳିଛି। ଅନ୍ୟପକ୍ଷେ ଢୋଲକିଆ ୬୫୫୯୮ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri