Posted inଜାତୀୟ

ବନ୍ଦରରୁ ୨୦ ଟନ୍‌ ହେରୋଇନ ଜବତ, ଆନୁମାନିକ ମୂଲ୍ୟ ୧୮୦୦ କୋଟି…

ମୁମ୍ବାଇ, ୨୧।୯ : ମୁମ୍ବାଇର ନାଭା ଶେରା ବନ୍ଦରରୁ ୨୦ ଟନରୁ ଅଧିକ ପରିମାଣର ହିରୋଇନ ଜବତ କରାଯାଇଛି। ଜବତ ହୋଇଥିବା ହିରୋଇନର ଆନୁମାନିକ ମୂଲ୍ୟ ୧୮୦୦ କୋଟି ଟଙ୍କା ବୋଲି କୁହାଯାଉଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଖୁବ ଶୀଘ୍ର ଏହି ଘଟଣାର ସମ୍ପୂର୍ଣ୍ଣ ସୂଚନା ପ୍ରଦାନ କରିବେ।

ଏହାକୁ ବନ୍ଦରର ଏକ କଣ୍ଟେନରରଚୁ ଜବତ କରାଯାଇଛି। ଏନେଇ ଅଧିକ ତଦନ୍ତ ଜାରି ରହିଛି।
ଖୁବ୍‌ ଶୀଘ୍ର ଏସମ୍ପର୍କିତ ଅତ୍ୟ ତଥ୍ୟର ପର୍ଦ୍ଦାଫାଶ ହେବ ବୋଲି ଅଧିକାରୀ ଏଚଜିଏସ୍‌ ଧାଲିଓ୍ବାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଷଣ ଦେବାବେଳେ ମଞ୍ଚ ଭୁଶୁଡିଲା: ପପୁ ଯାଦବଙ୍କ ହାତ ଭାଙ୍ଗିଲା

ମୁଜଫରପୁର,୩୧।୧୦-ବିହାର ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ତରଫରୁ ନିର୍ବାଚନୀ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର ମୁଜଫରପୁର ଜିଲାର ମୀନାପୁରରେ ଜନ ଅଧିକାର ପାର୍ଟି...

ସେନାକୁ ଦ୍ୱିତୀୟ ଲହର ସମ୍ଭାଳିବା ଦାୟିତ୍ୱ…

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। କରୋନା ମହାମାରୀ ଅଣାୟତ୍ତ ହେଉଥିବାରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନାର ସହାୟତା ଲୋଡ଼ିଛନ୍ତି। ଏନେଇ...

ମହାରାଷ୍ଟ୍ର ରାଜନୀତି: ଶିବସେନା ସୂତ୍ରରୁ ପ୍ରକାଶ,ପାଓ୍ବାରଙ୍କୁ ‘ରାଷ୍ଟ୍ରପତି’ ଲୋଭ

ମୁମ୍ବାଇ,୨୦-୧୧:ରାଷ୍ଟ୍ରପତି ଶାସନ ଜାରି ହୋଇଥିତ୍ବା ମହାରାଷ୍ଟ୍ରରେ ଭାଜପା ଯଦି ୫୦:୫୦ ସୂତ୍ରକୁ ଗ୍ରହଣ କରିବ ତେବେ ଶିବସେନା ପୁନର୍ବାର ମେଣ୍ଟକୁ ଫେରିବ। ମୁଖ୍ୟମନ୍ତ୍ରୀ ପଦ ପାଇଁ...

ପ୍ରଶାନ୍ତ କିଶୋର ଓ ପଓ୍ବନ ଶର୍ମା ଜେଡିୟୁରୁ ବହିଷ୍କୃତ

ପାଟନା,୨୯।୧: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ବୁଧବାର ଦଳର ଦୁଇ ବରିଷ୍ଠ ନେତାଙ୍କୁ ବହିଷ୍କୃତ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ କରିବା...

ଭାରତରେ ପ୍ରଥମ କରୋନା ଭାଇରସ ସଂକ୍ରମିତଙ୍କ ମୃତ୍ୟୁ!

କୋଚି,୧।୩: ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ଚିହ୍ନଟ ବହୁ ପୂର୍ବରୁ କରାଯାଇଛି। ହେଲେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ୩୬ ବର୍ଷ ଯୁବକଙ୍କ ଏର୍ନାକୁଲମ ସରକାରୀ...

‘୬ ମାସ ନୁହେଁ, ୬ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ପୁଷ୍କର’

ଡେରାଡୁନ,୪।୭: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି। ରାଜ୍ୟ ରାଜଧାନୀ ଡେରାଡୁନ ସ୍ଥିତ ରାଜ ଭବନରେ ଧାମି...

ସାଇନସ୍‌ରୁ ଦୂରେଇ ରଖେ ଏହି ପତ୍ର ରସ…

ସାଇନସ୍‌ରୁ ମୁକ୍ତି ପାଇବା ପାଇଁ ଆୟୁବେର୍ଦରେ ଅନେକ ପ୍ରକାର ପରାମର୍ଶ ଦିଆଯାଇଥାଏ। ଏହି ରୋଗରେ ତୁଳସୀ ପତ୍ର ସକାଳେ ବାଟି ଏହାର ରସ ପିଇଲେ ସୁଫଳ...

ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ: ଜଣେ ମୃତ

ସୀତାମଢି,୧୨ ।୬: ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଭାରତୀୟଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ସୀମାରେ ଦୁଇ ଦେଶ ମଧ୍ୟରେ...

Advertisement
Archives

Model This Week