Posted inଜାତୀୟ

ନୂଆବର୍ଷରେ ଅଘଟଣ: ଧସିଲା ପାହାଡ଼, ଚାପି ହୋଇଗଲେ ୨୦

ଚଣ୍ଡିଗଡ଼,୧ା୧: ବର୍ଷ ଆରମ୍ଭରୁ ଅଘଟଣ। ପାହାଡ଼ ଧସି ହରିୟାଣାର ଭବାନୀ ଜିଲାରେ ୮ରୁ ୧୦ଟି ଗାଡ଼ି ଦବି ଯାଇଥିବା ବେଳେ ପ୍ରାୟ ୨୦ ଜଣ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ପାହାଡ଼ ତଳେ ଫସିଥିବା ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ, ଡାଡମ ଖଣି ଅଞ୍ଚଳରେ ପାହାଡ଼ ବଡ଼ ଏକ ଅଂଶ ଖସି ଏହି ଅଘଟଣ ଘଟିଛି। ଘଟଣାସ୍ଥଳରେ ରାଜ୍ୟ କୃଷିମନ୍ତ୍ରୀ ଜେପି ଦଲାଲ ଓ ଏସ୍‌ପି ଅଜିତ୍‌ ସିଂହ ଶେଖାୱତ ପହଞ୍ଚି ଉଦ୍ଧାର କାର୍ଯ୍ୟର ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri