୨୦ ବର୍ଷର ହିସାବ, ପ୍ରତିଦିନ ଖର୍ଚ୍ଚ ହୋଇଛି ୨୯୦ ନିୟୁତ ଡଲାର…

ଓ୍ବାଶିଂଟନ/କାବୁଲ,୧୪।୯: ଗତ ୨୦ ବର୍ଷ ମଧ୍ୟରେ ଆମେରିକାର ଆଫଗାନିସ୍ତାନ ଅଭିଯାନ ବିଫଳ ରହିଛି। ଶେଷରେ ୨୦୦୧ର ସ୍ଥିତି ଦେଶରେ ଫେରିଛି। ଏହି ସମୟ ମଧ୍ୟରେ ଆମେରିକା ୨ ଟ୍ରିଲିୟନ୍‌ ଡଲାରରୁ ଅଧିକ ଖର୍ଚ୍ଚ କରିଛି। ପ୍ରତିଦିନ ଆଫଗାନିସ୍ତାନରେ ଆମେରିକା ୨୯୦ ନିୟୁତ ଡଲାର ଖର୍ଚ୍ଚ କରିଛି।

ବ୍ରାଉନ୍‌ ୟୁନିଭରସିଟି ପକ୍ଷରୁ ଏ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଆମେରିକାରର ୭୩,୦୦ ଦିନର ଖର୍ଚ୍ଚ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଆଫଗାନିସ୍ତାନରେ ଆମେରିକାର ଖର୍ଚ୍ଚ ପରିମାଣ ୨.୨୬ ଟ୍ରିଲିୟନ ଡଲାର ଛୁଇଁଛି।

ଭାରତୀୟ ମୁଦ୍ରାରେ ଏହାର ପରିମାଣ ୧୪୮.୬୪ ଲକ୍ଷ କୋଟି ଟଙ୍କା ହେବ ବୋଲି ରିପୋର୍ଟରେ କୁହାଯାଇଛି। ଅର୍ଥହାନୀ ସହିତ ବହୁ ସୈନ୍ୟଙ୍କୁ ଆମେରିକା ହରାଇ ଖାଲି ହାତରେ ସ୍ବଦେଶ ଫେରିଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ବବ୍‌ଙ୍କ ପରଲୋକ

ସିଡ୍‌ନୀ,୧୬ା୫(ଏଏଫ୍‌ପି):ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ବବ୍‌ ହକ୍‌ଙ୍କର ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ସେ ୧୯୮୩ରୁ ୧୯୯୧ ପର୍ଯ୍ୟନ୍ତ ଲେବର ପାର୍ଟିର ନେତା...

ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୭।୬; ପୂର୍ବ ଇଣ୍ଡୋନେସିଆରେ ସୋମବାର ସକାଳେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୬.୨। ହେଲେ ଏଥିରେ କ୍ଷୟକ୍ଷତିର ପରିମାଣ...

ବେଜିଂ ଯିବା ମନା!

ବେଜିଂ,୯ ।୮: ଚାଇନାରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦେଖି ସେଠାକାର ସରକାର ବିଭିନ୍ନ ଅଞ୍ଚଳରେ ଲକ ଡାଉନ...

ପୁଣି ମିଛ କହିଲେ ଟ୍ରମ୍ପ୍‌: ଜର୍ଜିଆରେ ବିଜୟୀ ହେବାର ମିଥ୍ୟା ଦାବି କଲେ

ଓ୍ବାଶିଂଟନ,୬।୧୨: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ନେଇ ଏବେ ବି କାଦୁଆ ଫିଙ୍ଗା ଜାରି ରହିଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ମିଛ କହିଛନ୍ତି।...

ଲ୍ୟାଣ୍ଡିଂ ସମୟରେ ଓଲଟି ପଡ଼ିଲା ଯାତ୍ରୀବାହୀ ବିମାନ, ୧୮ ଯାତ୍ରୀ ସୁରକ୍ଷିତ…

ମସ୍କୋ,୧୭।୭: କଥାରେ ଅଛି ରଖେ ହରି ମାରେ କିଏ। ଏହାର ସଦ୍ୟତମ ଉଦାହରଣ ରୁଷିଆରେ ଘଟିଛି। ଏକ ଯାତ୍ରୀବାହୀ ବିମାନ ଲ୍ୟାଣ୍ଡିଂ ସମୟରେ ଦୁର୍ଘଟଣା ଗ୍ରସ୍ତ...

ପାକିସ୍ତାନ ନାଳରୁ ମିଳିଲା ବିଏସଏଫ ଯବାନ ପରିତୋଷ ମଣ୍ଡଳଙ୍କ ମୃତଦେହ

ଇସଲାମାବାଦ,୧।୧୦: ଜମ୍ମୁ କଶ୍ମୀର ସୀମା ରେଖାରେ ଡ୍ୟୁଟିରେ ଥିବା ବେଳେ ନିଖୋଜ ହୋଇଯାଇଥିବା ବର୍ଡର ସିକ୍ୟୁରଟି ଫୋର୍ସ(ବିଏସଏଫ)ର ଯବାନ ପରିତୋଷ ମଣ୍ଡଳ(୫୪)ଙ୍କ ମୃତଦେହ ପାକିସ୍ତାନରୁ ଅଇକ୍‌...

ସୋସିଆଲ ମିଡିଆରେ ଏକ୍ସ ବୟଫ୍ରେଣ୍ଡ୍‌ କଲେ ବ୍ଲକ, ରାଗିକି ମହିଳା ନେଲେ ଅଜବ ପଦକ୍ଷେପ; ଆଉ ତା’ ପରେ…

ଲଣ୍ଡନ,୨୮।୪: ଜଣେ ମହିଳାଙ୍କୁ ତାଙ୍କ ଏକ୍ସ ବୟଫ୍ରେଣ୍ଡ ସୋସିଆଲ ମିଡିଆରେ ବ୍ଲକ କରିବାରୁ ମହିଳା ରାଗିକି ଅଜବ ପଦକ୍ଷେପ ନେଇଛନ୍ତି। ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ।...

ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍‌

ଡର୍ବାନ,୮।୬: ମହତ୍ମା ଗାନ୍ଧୀଙ୍କ ଅଣନାତୁଣୀ ଆଶିଷ ଲତା ରାମଗୋବିନଙ୍କୁ ଠକେଇ ମାମଲାରେ ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ଦକ୍ଷିଣ ଆଫ୍ରିକାର ଏକ କୋର୍ଟ।...

Advertisement


Archives

Model This Week