ଦବିଲା ୨୦ବର୍ଷର ପୁରୁଣା ପୋଲ

ଖଇରା, ୨୦।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର ଅଚ୍ୟୁତପୁର ଓ ଶ୍ୟାମସୁନ୍ଦରପୁର ପଞ୍ଚାୟତର ୩ ଗ୍ରାମକୁ ସଂଯୋଗ କରୁଥିବା ମୁଣିଦା-ନଛିପୁର ରାସ୍ତା ମଝିରେ ଥିବା ଏକ ପୁରୁଣା ପୋଲ ଦବିଯିବା ଯୋଗୁ ଯାତାୟାତ ଏକପ୍ରକାର ବନ୍ଦ ହୋଇ ପଡିଛି। ଯେଉଁମାନେ ଜରୁରୀ କାମରେ ରାସ୍ତା ପାର ହେଉଛନ୍ତି ସେମାନଙ୍କୁ ଅତ୍ୟନ୍ତ ବିପଦସଂକୁଳ ଅବସ୍ଥାରେ ଯିବାକୁ ପଡୁଛି ା ତୁରନ୍ତ ଯୁଦ୍ଧକାଳୀନ ଭିତ୍ତିରେ ପୋଲ ନିର୍ମାଣ କରିବାକୁ ରାସ୍ତା ଓ ପୋଲ ଉପରେ ନିର୍ଭର କରୁଥିବା ଗୁହାଳଗଡିଆ, ନଛିପୁର ଓ ମୁଣିଦା ଗ୍ରାମର ବାସିନ୍ଦା ଦାବି କରିଛନ୍ତି ା ଉକ୍ତ ରାସ୍ତା ୩ ଗ୍ରାମର ମୁଖ୍ୟରାସ୍ତା ହୋଇଥିବା ବେଳେ ସୋମବାର ରାତିରେ ମଝି ଖମ୍ବଟି ଭାଙ୍ଗିଯିବା କାରଣରୁ ପୋଲ ଦବିଯାଇଥିଲା। ଏ ସମ୍ପର୍କରେ ଗ୍ରାମବାସୀ ଉଭୟ ପଞ୍ଚାୟତର ସରପଞ୍ଚ ଓ ବ୍ଲକ ପ୍ରଶାସନକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri