Posted inଜାତୀୟ

ନାଗାଲାଣ୍ଡକୁ ୨୦୦ କୋଟି ଜରିମାନା…

ନୂଆଦିଲ୍ଲୀ,୨୬।୧୧ : ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ନାଗାଲାଣ୍ଡ ଉପରେ ୨୦୦ କୋଟି ଟଙ୍କା ଜରିମାନା ଲାଗୁ କରିଛି। ପରିବେଶକୁ କ୍ଷତି ପହଞ୍ଚାଉଥିବା କଠିନ ଏବଂ ତରଳ ବର୍ଜ୍ୟବସ୍ତୁ ପରିଚାଳନା ନକରିବା ଅଭିଯୋଗରେ ଏହି ଜରିମାନା ଲାଗୁ କରାଯାଇଛି। ଜଷ୍ଟିସ ଆଦର୍ଶ କୁମାର ଗୋଏଲଙ୍କ ନେତୃତ୍ୱରେ ଗଠିତ ବେଞ୍ଚ ନାଗାଲାଣ୍ଡ ସରକାରଙ୍କ ବିରୋଧରେ ଏହି ପଦକ୍ଷେପ ନେଇଛନ୍ତି।

ସୂଚନାନୁସାରେ, ଜଷ୍ଟିସ ଆଦର୍ଶ କୁମାର ଗୋୟଲଙ୍କ ବେଞ୍ଚ ୨୪ ନଭେମ୍ବରରେ ଜରିମାନା ଆଦାୟ ପାଇଁ ଆଦେଶ ଦେଇଛନ୍ତି। ବେଞ୍ଚ କହିଛନ୍ତି ଯେ ସ୍ବରେଜ ନିଷ୍କାସନ ଏବଂ କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ଅଭାବକୁ ବିଚାରକୁ ନେଇ ଆମେ ପ୍ରଦୂଷକ ଦେୟ ନୀତି ଉପରେ ରାଜ୍ୟ ଉପରେ ଏହି ଜରିମାନା ଲାଗୁ କରୁଛୁ।

ବେଞ୍ଚ ଦର୍ଶାଇଛନ୍ତି ଯେ ଆଇନର ଆଦେଶକ ଅବମାନନା ଅଭିଯୋଗରେ ରାଜ୍ୟ ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟ ଏବଂ ଏହି ଟ୍ରିବ୍ୟୁନାଲର ନିର୍ଣ୍ଣୟକୁ ଉଲ୍ଲଂଘନ କରି ତରଳ ଏବଂ କଠିନ ବର୍ଜ୍ୟବସ୍ତୁ ପରିଚାଳନା କରିବାରେ ବିଫଳତା ପାଇଁ ଏହି ପଦକ୍ଷେପ ନିଆଯାଇଛି। ବେଞ୍ଚ ଏହା ମଧ୍ୟ କହିଛନ୍ତି ଯେ ରାଜ୍ୟରେ ବର୍ଜ୍ୟବସ୍ତୁ ପରିଚାଳନା ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ଜରିମାନା ଟଙ୍କାକୁ ରିଙ୍ଗ-ଫେନ୍ସ ଆକାଉଣ୍ଟରେ ରଖାଯାଇପାରିବ। କଠିନ ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ ସୁବିଧା, ପୁରୁଣା ବର୍ଜ୍ୟବସ୍ତୁର ଚିକିତ୍ସା ଏବଂ ସ୍ବରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ ପାଇଁ ଜରିମାନା ଅର୍ଥକୁ ବ୍ୟବହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?