Posted inଜାତୀୟ

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି ଦୁର୍ନୀତି ଅଭିଯୋଗରେ ଏସିବି ଅବସରପ୍ରାପ୍ତ ଏଡିଜି (ପିଡବ୍ଲ୍ୟୁଡି) ଏବଂ ଦୁଇଟି ଘରୋଇ ସଂସ୍ଥାର ମାଲିକଙ୍କୁ ଗିରଫ କରିଛି। ଅଭିଯୋଗ ହୋଇଛି ଯେ, କରୋନା ସମୟରେ ପିଡବ୍ଲ୍ୟୁଡି ଅଧିକାରୀମାନେ ଏହି ବେସରକାରୀ ସଂସ୍ଥାଗୁଡ଼ିକର ଅନାବଶ୍ୟକ ଏବଂ ଅସମ୍ପୂର୍ଣ୍ଣ କାର୍ଯ୍ୟ ପାଇଁ କୋଟି କୋଟି ଟଙ୍କାର ନକଲି ବିଲ୍‌ ପାସ୍‌ କରିଛନ୍ତି ।

ଘରୋଇ କମ୍ପାନୀଗୁଡିକ ଉଠାଇଥିବା ବିଲ୍‌ରେ ବଡ଼ ଧରଣର ଅନିୟମିତତା ଦେଖିବାକୁ ମିଳିଛି। ଟଙ୍କା ଲୋଭ ହେତୁ ପିଡବ୍ଲ୍ୟୁଡି ଅଧିକାରୀମାନେ ଏହି ବେସରକାରୀ ସଂସ୍ଥାଗୁଡ଼ିକର ଏହି ନକଲି ବିଲ ପାସ କରିଛନ୍ତି। କୋଭିଡ ସମୟରେ, ପିଡବ୍ଲ୍ୟୁଡି ବିଭିନ୍ନ କାର୍ଯ୍ୟ ପାଇଁ ଦିଲ୍ଲୀର ୮ ଟି ଡାକ୍ତରଖାନାକୁ ଟେଣ୍ଡର ଦେଇଥିଲା। ଦିଲ୍ଲୀର ଏହି ଡାକ୍ତରଖାନାଗୁଡ଼ିକ ମଧ୍ୟରେ ଏଲ୍‌ଏନ୍‌ଜେପି, ଜିଟିବି, ବିଏସ୍‌ଏ, ଜିବି ପନ୍ଥ ରହିଛନ୍ତି । ଦୁର୍ନୀତିରେ ଲିପ୍ତ ଅଧିକାରୀ ଅସତ୍‌ ଉପାୟରେ ୫୬ଟି ଟେଣ୍ଡର ପ୍ରଦାନ କରିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri