ସାଲିଆସାହି ଜବରଦଖଲ ଉଚ୍ଛେଦ ପରେ କଟାଯିବ ୨୦୦ ଗଛ

ଭୁବନେଶ୍ୱର,୨୧।୧୧: ସାଲିଆସାହି ଜବରଦଖଲ ଉଚ୍ଛେଦ ପରେ କଟାଯିବ ଗଛ। ରାସ୍ତା ନିର୍ମାଣ ପାଇ ପ୍ରାୟ ୨୦୦ ଗଛଁ କଟାଯିବ । ତେବେ କେଉଁ ଗଛ କଟାଯିବ ସେ ନେଇ ବନ ବିଭାଗ ଚିହ୍ନଟ କରିଛି।

ଅନ୍ୟପକ୍ଷେ, ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେଉଁମାନେ ଘର ଛାଡୁନାହାନ୍ତି ସେମାନଙ୍କୁ କିଛି ଲୋକ ବିଭ୍ରାନ୍ତ କରୁଛନ୍ତି। ତାର କାରଣ ହେଲା ସେମାନେ ଏକାଧିକ ଘରକୁ ଭଡ଼ା ସୂତ୍ରରେ ଦେଇଛନ୍ତି। ସେମାନଙ୍କ ଘର କାଳେ ଭାଙ୍ଗିଯିବ ସେ ଭୟରେ ସେମାନେ ବିଭ୍ରାନ୍ତି କରୁଛନ୍ତି।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବିଜେଡି ନେତାଙ୍କ ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ):  ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri