ସାଲିଆସାହି ଜବରଦଖଲ ଉଚ୍ଛେଦ ପରେ କଟାଯିବ ୨୦୦ ଗଛ

ଭୁବନେଶ୍ୱର,୨୧।୧୧: ସାଲିଆସାହି ଜବରଦଖଲ ଉଚ୍ଛେଦ ପରେ କଟାଯିବ ଗଛ। ରାସ୍ତା ନିର୍ମାଣ ପାଇ ପ୍ରାୟ ୨୦୦ ଗଛଁ କଟାଯିବ । ତେବେ କେଉଁ ଗଛ କଟାଯିବ ସେ ନେଇ ବନ ବିଭାଗ ଚିହ୍ନଟ କରିଛି।

ଅନ୍ୟପକ୍ଷେ, ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେଉଁମାନେ ଘର ଛାଡୁନାହାନ୍ତି ସେମାନଙ୍କୁ କିଛି ଲୋକ ବିଭ୍ରାନ୍ତ କରୁଛନ୍ତି। ତାର କାରଣ ହେଲା ସେମାନେ ଏକାଧିକ ଘରକୁ ଭଡ଼ା ସୂତ୍ରରେ ଦେଇଛନ୍ତି। ସେମାନଙ୍କ ଘର କାଳେ ଭାଙ୍ଗିଯିବ ସେ ଭୟରେ ସେମାନେ ବିଭ୍ରାନ୍ତି କରୁଛନ୍ତି।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri