କୁହୁଡ଼ିରେ ୨୦୦ ଗାଡ଼ି ଧକ୍କା

ବେଜିଂ, ୨୯।୧୨: ସେଣ୍ଟ୍ରାଲ୍‌ ଚାଇନାର ଝେଙ୍ଗଜହୋଉରେ ବୁଧବାର ପ୍ରବଳ କୁହୁଡ଼ି ସକାଶେ ୨୦୦ରୁ ଊର୍ଦ୍ଧ୍ୱ ଗାଡ଼ି ଏକାସଙ୍ଗେ ପିଟି ହୋଇଯାଇଛନ୍ତି। ସେଥିମଧ୍ୟରୁ ୧୨ଟି ଗାଡ଼ି ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଝେଙ୍ଗଜିନ ହୁଆଙ୍ଗହେ ବ୍ରିଜ୍‌ରେ ଅନେକ କାର୍‌ ଉପରେ ଟ୍ରକ୍‌ ଚଢ଼ିଯାଇଥିବା ଦେଖିବାକୁ ମିଳିଛି।

ସ୍ଥାନୀୟ ସିସିଟିଭି ଫୁଟେଜ୍‌ ଅନୁସାରେ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ଆୟତ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

ରାଉରକେଲା ସିଭିଲ୍ ଟାଉନ୍‌ସିପ୍‌ରେ ସେକ୍ସ ରାକେଟ୍‌ ଠାବ, ପ୍ରଲୋଭନ ଦେଖାଇ…

ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍‌ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର…

ମୁହଁ ଖୋଲିଲେ ଥଲାପତି ବିଜୟଙ୍କ ପୁଅ: କହିଲେ, ମୋ ବାପା ମୁଖ୍ୟମନ୍ତ୍ରୀ ହେବା ମୁହୂର୍ତ୍ତ …

ଚେନ୍ନାଇ,୩।୮:ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ପ୍ରସିଦ୍ଧ ଅଭିନେତା ବିଜୟ ପୁଅ ଜାସନ ସଞ୍ଜୟ ‘ସିଗ୍ମା’ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶନାରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଡେବ୍ୟୁ ପୂର୍ବରୁ,ଜାସନ ତାଙ୍କର…

ନିଶାନ୍ତ ବାର ନ ଖୋଲିବା ପାଇଁ ତେଜିଲା ଦାବି: ଅବକାରୀ ସେକ୍ରେଟାରୀଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ଓମ୍‌ ନଗର ପଡାରେ ନିଶାନ୍ତ ବାର ଖୋଲିବାକୁ ବହୁ ଚେଷ୍ଟା ଚାଲିଥିବାବେଳେ ଏହାକୁ ବିରୋଧ କରି କେସିଙ୍ଗା ସିଟିଜେନ…

ଆସୁଛି ସବୁଠାରୁ ବଡ଼ ସଙ୍କଟ! ନୂଆ ଭବିଷ୍ୟବାଣୀକୁ ନେଇ ଥରହର ବିଶ୍ୱ

ବ୍ରାସିଲିଆ,୩।୮: ନିଜକୁ “ଜୀବନ୍ତ ନୋଷ୍ଟ୍ରାଡାମସ” କହୁଥିବା ୩୯ ବର୍ଷୀୟ ବ୍ରାଜିଲର ପାରାଲୋଜିଷ୍ଟ ଆଥୋସ ସାଲୋମ ଏକ ବଡ଼ ଦାବି କରିଛନ୍ତି। ତାଙ୍କ କହିବା ଅନୁଯାୟୀ, ୨୦୨୬ ପାଇଁ…

ଲିଭ୍-ଇନ୍ ପାର୍ଟନରଙ୍କୁ ମଧ୍ୟ ମିଳିବ ପତ୍ନୀଙ୍କ ଭଳି ଅଧିକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୮: ଲିଭ୍-ଇନରେ ରହୁଥିବା ପାର୍ଟନରକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଲିଭ୍-ଇନ୍ ସମ୍ପର୍କରେ ଥିବା ବ୍ୟକ୍ତି ନିଜ…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବିମାନବନ୍ଦରରେ ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri