ମ୍ୟୁଜିୟମରୁ ୨୦୦୦ରୁ ଅଧିକ କଳାକୃତି ଗାଏବ

ଲଣ୍ଡନ,୨୭ା୮: ବ୍ରିଟେନ ମ୍ୟୁଜିୟମ୍‌ରୁ ୨୦୦୦ରୁ ଅଧିକ କଳାକୃତି କେଉଁଆଡ଼େ ଗାଏବ ହୋଇଯାଇଛି। ଯାହାକି ଅନ୍‌ଲାଇନ୍‌ରେ ବିକ୍ରି ହେଉଥିବା ଦେଖିବାକୁ ମିଳିଛି। ସେଗୁଡ଼ିକୁ ଫେରାଇ ଆଣିବା ପାଇଁ ଉଦ୍ୟମ ଚାଲିଛି। ଏଥିମଧ୍ୟରୁ କେତେକ ଐତିହାସିକ କଳାକୃତି ମଧ୍ୟ ଉଦ୍ଧାର କରାଯାଇଛି। ଏହି ସମୟରେ ସଂଗ୍ରହାଳୟର ନିର୍ଦ୍ଦେଶକ ମଧ୍ୟ ଏହି ଲଜ୍ଜାଜନକ କାର୍ଯ୍ୟ ଦ୍ୱାରା ଗଭୀର ଆଘାତ ପାଇଥିବାରୁ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି।

ମ୍ୟୁଜିୟମ ପକ୍ଷରୁ କୁହାଯାଇଛି, ଗାଏବ ଥିବା ଅଧିକାଂଶ ଜିନିଷ ସଂଗ୍ରହ ଭଣ୍ଡାରେ ରଖାଯାଇଥିବା ଛୋଟ ଖଣ୍ଡ। ଖ୍ରୀଷ୍ଟପୂର୍ବ ୧୫୦୦ ଶତାବ୍ଦୀଠାରୁ ୧୯୦୦ ଶତାବ୍ଦୀ ପର୍ଯ୍ୟନ୍ତ ସୁନା ଅଳଙ୍କାର, ମୂଲ୍ୟବାନ ରତ୍ନ ପଥର ଆଦି ରହିଛି। ଯାହାକି ବର୍ତ୍ତମାନ ପର୍ଯ୍ୟନ୍ତ ଏହି ବସ୍ତୁଗୁଡ଼ିକ ମଧ୍ୟରୁ କୌଣସିଟି ସର୍ବସାଧାରଣରେ ପ୍ରଦର୍ଶନ ହୋଇନାହିଁ।

ବ୍ରିଟେନ ରାଜକୋଷର ପୂର୍ବତନ କୁଳପତି ଓସବୋର୍ନ କହିଛନ୍ତି, ପ୍ରାୟ ୨୦୦୦ କଳାକୃତି ନିଖୋଜ ହୋଇଯାଇଛି। ସେଥିମଧ୍ୟରୁ କିଛି ଉଦ୍ଧାର ହୋଇସାରିଛି। ସେ କହିଛନ୍ତି, ଆମେ ଅନେକ ସଚ୍ଚୋଟ ବ୍ୟକ୍ତିଙ୍କ ସହ କାମ କରୁଛୁ ଯେଉଁମାନେ ଚୋରି ହୋଇଥିବା ଜିନିଷ ଫେରସ୍ତ କରିବେ। ତଥାପି ବୋଧହୁଏ ସମସ୍ତେ ତାହା କରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri