ଭୀମକୁଣ୍ଡରେ ୨ହଜାର ପର୍ଯ୍ୟଟକ, କରୋନା କଟକଣା ଉଲ୍ଲଂଘନ

ପାଟଣା, ୨।୧(ସ୍ବ.ପ୍ର.)  କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟ ବାଲିଯୋଡି ମୌଜା ଅଧୀନ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ନୂଆବର୍ଷ ଉପଲକ୍ଷେ ଶନିବାର ଉତ୍ସବମୁଖର ହୋଇପଡିଥିଲା। ପ୍ରତିବର୍ଷ ଏଠାରେ ୩୦ହଜାରରୁ ଊଦ୍ଧର୍‌ବ ପର୍ଯ୍ୟଟକଙ୍କ ସମାଗମ ହୋଇଥାଏ। ଚଳିତବର୍ଷ କରୋନା କଟକଣା ପାଇଁ ମାତ୍ର ୨ ହଜାରରୁ ଊଦ୍ଧର୍‌ବ ଲୋକଙ୍କ ଗହଳି ହୋଇଥିଲା। ସରକାରଙ୍କ ନୂତନ କୋଭିଡ ଏସଓପି ଏଠାରେ ଖୋଲାଖୋଲି ଉଲ୍ଲଙ୍ଘନ ହେଉଥିବା ଦେଖିବାକୁ ମିଳିଥିଲା। ଘଟଗାଁ ପୋଲିସ ଓ ଭୀମକୁଣ୍ଡ ଉନ୍ନୟନ ପରିଷଦ କମିଟି ସଦସ୍ୟଙ୍କ ପକ୍ଷରୁ ବଣଭୋଜି କରିବାକୁ ଆସିଥିବା ଲୋକଙ୍କୁ ଭିଡ଼ ନ କରିବା ପାଇଁ ବୁଝାଶୁଝା କରାଯାଇଥିଲା। ସ୍ଥାନୀୟ ପ୍ରଶାସନ ଓ ପର୍ଯ୍ୟଟନ ବିଭାଗ ତରଫରୁ କୌଣସି ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ନ ଥିଲେ। ପାଟଣା ମୁଖ୍ୟଳୟ ବୈତରଣୀ ନଦୀକୂଳ, ମିରିଗିଖୋଜି ପଞ୍ଚାୟତ ଅଶନଣି ଗାଁ ବୈତରଣୀ ନଦୀକୂଳ ସିନ୍ଦୁର ଗୋରୀ ତୀର୍ଥରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?