ଧାନ ଗୋଦାମ ଅଫିସରୁ ଆଜ୍‌ବେଷ୍ଟସ୍‌ ଭାଙ୍ଗି ୨୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୪ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସାଧୁପଡ଼ା ଛକ ନିକଟରେ ଥିବା ଅରବିନ୍ଦ ଦାଶଙ୍କ ଧାନ ଗୋଦାମର ଆଜବେଷ୍ଟସ୍‌ ତାଡ଼ି କେହି ଦୁର୍ବୃତ୍ତ ମଙ୍ଗଳବାର ରାତ୍ରି ଟେବୁଲ ଡ୍ର’ରୁ ନଗଦ ୨୦ହଜାର ଟଙ୍କା ଲୁଟି ନେଇଛନ୍ତି। ତେବେ ଅଫିସ ଡ୍ର’ ରେ ଦସ୍ତଖତ ହୋଇ ଥିବା ଚେକ୍‌ ବହି କିମ୍ବା ଲାପଟପ୍‌କୁ ଛାଡ଼ି ଯାଇଛନ୍ତି ଦୁର୍ବୃତ୍ତ। ଅଭିଯୋଗ ପରେ ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼ ଓ ଏସ୍‌ଆଇ ଲକ୍ଷ୍ମଣ କୁମାର ମାଝୀ ଘଟଣାସ୍ଥଳରେ ପରିଦର୍ଶନ ସହ ତଦନ୍ତ ଆରମ୍ଭ କରିଛନ୍ତି। ରାତ୍ରିକାଳୀନ ପାଟ୍ରୋଲିଂକୁ କଡ଼ାକଡ଼ି କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

ଟ୍ରମ୍ପଙ୍କୁ ଭେଟି ବଡ଼ ଘୋଷଣା କଲେ ଚାଇନା ରାଷ୍ଟ୍ରପତି: ଚାହିଁ ରହିଗଲା ସାରା ବିଶ୍ୱ

ବେଜିଂ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେମାନଙ୍କର ଐତିହାସିକ ଶିଖର ସମ୍ମିଳନୀ ପାଇଁ ବେଜିଂରେ ପହଞ୍ଚିଛନ୍ତି। ଗୁରୁବାର ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବେଜିଂରେ ଟ୍ରମ୍ପଙ୍କୁ ସ୍ବାଗତ…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri