ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୦୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୁଳରୁ ୧୫୯ଜଣ, କଟକରୁ ୧୪୧, ସୁନ୍ଦରଗଡ଼ରୁ ୧୩୧ଜଣ, ଯାଜପୁରରୁ ୧୧୩ଜଣ, ବାଲେଶ୍ୱରରୁ ୧୦୪ଜଣ, ମୟୁରଭଞ୍ଜରୁ ୧୦୧ଜଣ, କଳାହାଣ୍ଡିରୁ ୯୧ଜଣ, କେନ୍ଦ୍ରାପଡାରୁ ୮୦ଜଣ, ବରଗଡ଼ରୁ ୭୮ଜଣ, ବଲାଙ୍ଗୀରରୁ ୭୨ଜଣ, ପୁରୀରୁ ୬୯ଜଣ, କେନ୍ଦୁଝରରୁ ୫୩ଜଣ, କୋରାପୁଟରୁ ୫୩ଜଣ, ଜଗତସିଂହପୁରରୁ ୪୮ଜଣ, ନୂଆପଡାରୁ ୪୭ଜଣ, ଝାରସୁଗୁଡ଼ାରୁ ୪୬ଜଣ, ନବରଙ୍ଗପୁରରୁ ୪୫ଜଣ, ସୋନପୁରରୁ ୪୩ଜଣ, ଢେଙ୍କାନାଳରୁ ୩୬ଜଣ, ସମ୍ବଲପୁରରୁ ୩୫ଜଣ, ଗଞ୍ଜାମରୁ ୩୩ଜଣ, କନ୍ଧମାଳରୁ ୩୧ଜଣ, ମାଲକାନଗିରିରୁ ୨୯ଜଣ, ନୟାଗଡ଼ରୁ ୨୪ଜଣ, ଭଦ୍ରକରୁ ୧୭ଜଣ, ରାୟଗଡ଼ାରୁ ୧୬ଜଣ, ଦେଓଗଡ଼ରୁ ୧୩ଜଣ, ବୌଦ୍ଧରୁ ୧୧ଜଣ, ଗଜପତିରୁ ୫ଜଣ ଏବଂ ଷ୍ଟେଟପୁଲରୁ ୫୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?