ଆଲିଗଡ଼ ଶିଶୁ ହତ୍ୟା ମାମଲା: ପ୍ରତିକ୍ରିୟା ପ୍ରକାଶ କଲେ ଟ୍ବିଙ୍କିଲ-ଅକ୍ଷୟ

ମୁମ୍ବାଇ,୮।୬: ଉତ୍ତର ପ୍ରଦେଶ ଆଲିଗଡରେ ହୋଇଥିବା ଶିଶୁ ହତ୍ୟା ମାମଲାକୁ ବିରୋଧ କରି ପ୍ରଥମେ ଅନୁପମ ଖେର, ସୋନମ କପୁର, ସନ୍ନି ଲିଓନ ଆଦି ଟୁଇଟ୍‌ କରିବା ପରେ ଏବେ ଏହାକୁ ନେଇ କ୍ରୋଧ ପ୍ରକାଶ କରିଛନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଓ ତାଙ୍କ ପତ୍ନୀ ଟ୍ବିଙ୍କିଲ ଖାନ୍ନା। ଏହା ଅତ୍ୟନ୍ତ ଅମାନବୀୟ ବୋଲି ଉଭୟ କହିଛନ୍ତି। ଦୋଷୀଙ୍କୁ ତୁରନ୍ତ କଠୋରରୁ କଠୋର ଦଣ୍ଡ ମିଳୁ ବୋଲି ଉଭୟ ପ୍ରକାଶ କରିଛନ୍ତି। ଟ୍ବିଙ୍କିଲ ଏଥିରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନିଙ୍କ ହସ୍ତକ୍ଷେପ ଲୋଡିବା ସହ ଦୋଷୀଙ୍କ ବିରୋଧରେ କଠୋର ଦଣ୍ଡ ବିଧାନ ପାଇଁ ଟୁଇଟର୍‌ରେ ସେ ଅନୁରୋଧ କରିଛନ୍ତି। ଏହାସହ ଶିଶୁଟିକୁ ଯେଉଁଭଳି ଭାବେ ହତ୍ୟା କରାଯାଇଛି ତାକୁ ନେଇ ମଧ୍ୟ ସେ ଦୁଃଖ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ମାତ୍ର ୧୦ ହଜାର ଟଙ୍କା କରଜ ପାଇଁ ମାତ୍ର ଅଢେଇ ବର୍ଷର ଶିଶୁଟିର ତାଙ୍କ ପଡୋଶୀ ଅତି ଜଘନ୍ୟ ଭାବେ ହତ୍ୟା କରିବା ସମସ୍ତଙ୍କ ମନକୁ ଆନ୍ଦୋଳିତ କରିଛି।


All Right Reserved By

ଆଇଏନ୍‌ଏକ୍ସ ମିଡିଆ ମାମଲା:ଜେଲ ଗଲେ ଚିଦାମ୍ବରମ,୭୪ତମ ଜନ୍ମଦିନ ଜେଲରେ କଟିବ

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେବା...

ମଧ୍ୟପ୍ରଦେଶ କଂଗ୍ରେସରେ ମତଭେଦ

ଗ୍ବାଲିୟର,୫ା୯: ମଧ୍ୟପ୍ରଦେଶ କଂଗ୍ରେସରେ ମତଭେଦ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ କମଳନାଥ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ଆବଶ୍ୟକ ବୋଲି ଦଳର ସାଧାରଣ ସମ୍ପାଦକ ଜ୍ୟୋତିରାଦିତ୍ୟ ସିନ୍ଧିଆ...

ମିଛ ବିଇଡି ସାର୍ଟିଫିକେଟ୍‌ ଦେଇ ସରକାରୀ ଶିକ୍ଷକ ହୋଇଥିଲେ, ଏବେ ୨୦ ବର୍ଷର ଦରମା ଫେରେଇବେ

ଲକ୍ଷ୍ନୌ, ୧୦।୯: ନକଲି ବିଇଡି ସାର୍ଟିଫିକେଟ୍‌ ଦେଇ ଚାକିରି କରୁଥିଲେ। ବର୍ଷେ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୨୦ ବର୍ଷ ସରକାରୀ ଶିକ୍ଷକ ଭାବେ...

ନୂଆ ଲୁକ୍‌ରେ ନଜର ଆସିବେ କରୀନା – ଅମୀର

ଫିଲ୍ମଜଗତର ମିଷ୍ଟର ପରଫେକ୍ସନିଷ୍ଟ କୁହାଯାଉଥିବା ଅମୀର ଖାନ୍‌ ପ୍ରତିବର୍ଷ କିଛି ନା କିଛି ଫିଲ୍ମ କରୁଛନ୍ତି। ଚଳିତବର୍ଷ ମଧ୍ୟ ଏକ ଫିଲ୍ମର ପ୍ରଯୋଜନା କରିବାକୁ ଯାଉଛନ୍ତି।...

ଧାରା ୩୭୦ ହଟିବା ନେଇ ନିଜ ନିଜର ଖୁସି ପ୍ରକାଶ କଲେ ବଲିଉଡ୍‌ କଳାକାର

ମୁମ୍ବାଇ,୫।୮: ଜମ୍ମୁ-କଶ୍ମୀରରୁ ୭୨ ବର୍ଷ ପୁରାତନ ଧାରା ୩୭୦ ହଟିବା ନେଇ ବଲିଉଡ୍‌ର ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷ ଟୁଇଟ୍‌ କରି ନିଜର ଖୁସି ବ୍ୟକ୍ତ...

ଭାଜପା ମୁଖ୍ୟାଳୟରେ ଦଳାଚକଟା ସ୍ଥିତି:ଠେଲାପେଲାରେ ବହୁ ଆହତ

ନୂଆଦିଲ୍ଲୀ,୨୪-୫(ପି.ଟି.):ନିର୍ବାଚନ ଫଳାଫଳ ଆସିବା ପରେ ରାଜଧାନୀ ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ହଜାର ହଜାର ସଂଖ୍ୟାରେ ଲୋକେ ରୁଣ୍ଡ ହେବାରୁ ସେଠାରେ ଦଳଚକଟା ଭଳି ପରିସ୍ଥିତି ସୃଷ୍ଟି...

ସୋନଭଦ୍ରା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଯୋଗୀ

ସୋନଭଦ୍ରା,୨୧।୭: ଜମି ବିବାଦକୁ ନେଇ ଉତ୍ତର ପ୍ରଦେଶର ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯିବା ପରେ ରାଜନୀତି ହୋଇଛି ଉଷ୍ମ। ଏହି ଘଟଣାକୁ ନେଇ...

ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର: ଖୋଲିଲା ମା’ବୈଷ୍ଣୋଦେବୀଙ୍କ ପୁରୁଣା ଗୁମ୍ଫା

କଟରା,୨୩।୯: ଜମ୍ମୁରେ ଥିବା ମା’ ବୈଷ୍ଣୋଦେବୀ ଭକ୍ତଙ୍କ ପାଇଁ ଏକ ଖୁସି ଖବର। ନବରାତ୍ର ଅବସରରେ ମା’ଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଏବେ ପୁରୁଣା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *