ଅଗ୍ନିକାଣ୍ଡ: ୪ ବଖରା ସମେତ ଜଳିଗଲା ଧାନଚାଉଳ

ନିରାକାରପୁର,୧୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଓଳସିଂହ ବଜାର ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ରବି ନାରାୟଣ ପୃଷ୍ଟି, ଦୁଃଖୀଶ୍ୟାମ ତ୍ରିପାଠୀଙ୍କର ୪ ବଖରା ସମତେ ୫ କ୍ୱିଣ୍ଟାଲ ଚାଉଳ, ୧୦ ବସ୍ତା ଧାନ ଏବଂ ଅନ୍ୟାନ୍ୟ ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ରଣପୁର ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚିବା ବେଳକୁ ଘର ସମ୍ପୂର୍ଣ୍ଣ ଜଳି ଯାଇଥିଲା। ଅଗ୍ନିବିପନ୍ନଙ୍କୁ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


All Right Reserved By Dharitri.Com

ଘରୋଇ ବସ୍‌ରେ ବାର୍ଷିକ ଯାଉଛନ୍ତି ୨୦.୪୪ କୋଟି ଯାତ୍ରୀ

ପୁରୀ ଅଫିସ, ୧୨।୨:ଯାତ୍ରୀ ପରିବହନ ଏକ ସେବା। ବସ୍‌ ମାଲିକମାନେ ଏହିଭଳି ଏକ ସେବା ଯୋଗାଇ ଆସୁଛନ୍ତି। ଓଡ଼ିଶାର ଘରୋଇ ବସ୍‌ଗୁଡ଼ିକ ବର୍ଷକ ମଧ୍ୟରେ ୨୩୩...

ଅସହାୟ ବ୍ୟକ୍ତିଙ୍କୁ ଖାଦ୍ୟ ସାମଗ୍ରୀ ଦେଲେ ସରପଞ୍ଚ

କାକଟପୁର,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁର ମୁକାବିଲା ପାଇଁ ସରକାର ଲକଡାଉନ ଘୋଷଣା କରିଥିବାବେଳେ ଦିନ ମଜୁରିଆ, ଶ୍ରମିକ, ଅସହାୟ, ନିରାଶୟମାନଙ୍କ ପାଇଁ ଚଡ଼କ ସଦୃଶ ପାଲଟିଛି। ଏମାନଙ୍କ...

ଯାଁଳାରେ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଯାଁଳା,୨୫ା୮(ଡି.ଏନ.ଏ): ଜଟଣୀ ବ୍ଲକ ଯାଁଳା ପଞ୍ଚାୟତ ଅନ୍ତର୍ଗତ ଓଗାଳପଡ଼ା ଶିଳ୍ପାଞ୍ଚଳରେ ଥିବା ସାଇକୃପା ଚନ୍ଦନ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ମେଶିନ୍‌...

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ନ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ବରଗଡ଼ ଜିଲାପାଳ

ବରଗଡ଼ ଅଫିସ୍‌,୮।୪: କରୋନା(କୋଭିଡ୍‌-୧୯) ସଂକ୍ରମଣ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ପ୍ରଶାସନ ପକ୍ଷରୁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି । ଅତ୍ୟାବଶୀୟ...

୬ ଆନ୍ତଃ ରାଜ୍ୟ ଡକାୟତ ଗିରଫ: ବିପୁଳ ପରିମାଣର ମାରଣାସ୍ତ୍ର ଜବତ

ପାଟଣା,୨୫।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପୋଲିସ ମଙ୍ଗଳବାର ରାତିରେ ଏକ ଆନ୍ତଃ ରାଜ୍ୟ ଡକାୟତି ଗ୍ୟାଙ୍ଗର ୬ କୁଖ୍ୟାତ ଅପରାଧୀଙ୍କୁ ଗିରଫ...

ମା’ଙ୍କ ଶାଢ଼ିରେ ରଶି ଲଗାଇ ପୁଅଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୨୫।୫- ଟାଉନା ଥାନା ଅନ୍ତର୍ଗତ ବିଜିପୁର ଲଷ୍ମୀ ସାହିରେ ଜଣେ ଯୁବକ ଶୁକ୍ରବାର ବିଳମ୍ବିତ ରାତିରେ ମା’ଙ୍କ ଶାଢ଼ିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।...

ଅସହାୟଙ୍କୁ ସହାୟ ହେଲେ ସାମାଜିକ କର୍ମୀ: ଠିକଣା ଖୋଜିଲେ, ପରିବାର ସହ ଭେଟକଲେ

ଅନୁଗୋଳ ଅଫିସ, ୧୬।୧୨: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପୋଡ଼ି ଯାଇ ୬ ମାସ ହେଲା ଅସହାୟ ଅବସ୍ଥାରେ ମେଡିକାଲରେ ପଡିରହିଥିବା ଜଣେ ଅସହାୟଙ୍କ ପାଇଁ ଦେବଦୂତ ପାଲଟିଛନ୍ତି...

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ଏଏସ୍‌ଆଇ ନିଲମ୍ବିତ, ୨ ଥାନା ଅଧିକାରୀଙ୍କୁ ବଦଳି

ନୟାଗଡ଼ ଅଫିସ,୨ା୧୦: କର୍ତ୍ତବ୍ୟରେ ଅବହେଳା କରିବା ୨ ଥାନା ଅଧିକାରୀ ଓ ଜଣେ ଏଏସ୍‌ଆଇଙ୍କୁ ମହଙ୍ଗା ପଡ଼ିଛି। ନୟାଗଡ଼ ଏସ୍‌ପି ଶଶିଭୂଷଣ ଶତପଥୀ ଓଡଗାଁ ଓ...

Leave a comment

Your email address will not be published. Required fields are marked *