Posted inଖେଳ

୨୦୦୭ ଟି୨୦ ବିଶ୍ୱକପ୍‌କୁ ୧୩ ବର୍ଷ ହେଲାଣି, ଏବେ ଆଗକୁ ଚାଲ

ନୂଆଦିଲ୍ଲୀ,୧୬।୭: ୨୦୦୭ ଟି୨୦ ବିଶ୍ୱକପ୍‌ ଓ ୨୦୧୧ ଆଇସିସି ଦିନିକିଆ ବିଶ୍ୱକପ୍‌ ସଫଳତାକୁ ବହୁ ବର୍ଷ ହେଲାଣି। ଏବେ ଟିମ୍‌ ଇଣ୍ଡିଆକୁ ଆଗାମୀ ଟି୨୦ ବିଶ୍ୱକପ୍‌ ଜିତିବା ଦରକାର। ଏଭଳି ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଓପନର ଗୌତମ ଗମ୍ଭୀର। ଉଭୟ ବିଶ୍ୱକପ୍‌ ଫାଇନାଲରେ ଗମ୍ଭୀର ଭାରତ ପାଇଁ ସର୍ବାଧିକ ରନ୍‌ କରିଥିଲେ।

୨୦୦୭ ଟି୨୦ ଓ ୨୦୧୧ ଆଇସିସି ବିଶ୍ୱକପ୍‌ ବିଜେତା ଦଳର ସଦସ୍ୟ ହେବା ମୋ ପାଇଁ ସ୍ବତନ୍ତ୍ର। କିନ୍ତୁ ଏହା ମୁଁ ଭୁଲି ଗଲିଣି। ଭାରତକୁ ଏବେ ତାଠୁ ଊର୍ଦ୍ଧ୍ୱକୁ ଉଠିବାକୁ ପଡ଼ିବ। ୨୦୦୭ ବିଶ୍ୱକପ୍‌କୁ ୧୩ ବର୍ଷ ବିତି ଗଲାଣି। ମୋ ମତରେ ୨୦୦୭ ଓ ୨୦୧୧ ବିଶ୍ୱକପ୍‌ ଅବସାଦରୁ ବାହାରିବା ଆବଶ୍ୟକ ବୋଲି ଷ୍ଟାର ସ୍ପୋଟର୍‌ସରେ ଆଇସିସି ଟି୨୦ ବିଶ୍ୱକପ୍‌ ସ୍ପେଶାଲ ଶୋ’ରେ ଗମ୍ଭୀର କହିଛନ୍ତି। ପୂର୍ବତନ ଭାରତୀୟ ଓପନରଙ୍କ ମତକୁ ସମର୍ଥନ ଜଣାଇଛନ୍ତି ୨୦୦୭ ବିଶ୍ୱକପ୍‌ ଚାମ୍ପିୟନ ଦଳର ସଦସ୍ୟ ରବିନ ଉଥପ୍ପା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri