ଜୁଆଆଡ୍ଡାରେ ଚଢ଼ାଉ: ୫ ବାଇକ୍‌, ୧୧ ହଜାର ଟଙ୍କା ଜବତ, ୬ କୋର୍ଟ ଚାଲାଣ

ହିଞ୍ଜିଳିକାଟୁ,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଜୁଆଆଡ୍ଡା ଉପରେ ପୋଲିସ ଟିମ୍‌ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୧୧ ହଜାର ଶହେ ଟଙ୍କା, ୫ ବାଇକ୍‌ ଓ ୫ ମୋବାଇଲ ଜବତ କରିଛି। ଏନେଇ ଥାନାରେ କେସ୍‌ ନଂ. ୮୭/୨୦ରେ ମାମଲା ରୁଜୁ ହୋଇ ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି ଅଭିମନ୍ୟୁ ଦାଶ କହିଛନ୍ତି।


All Right Reserved By Dharitri.Com

କରୋନା ପ୍ରତିହତ ପାଇଁ ସଚେତନ କଲେ ବିଧାୟକ, ପ୍ରଶାସନିକ ଅଧିକାରୀ

ବାଲିଗୁଡ଼ା,୧୮ା୪(ଡି.ଏନ୍‌.ଏ.): ମହାମାରୀ କରୋନା ଭୂତାଣୁ ରୋକିବା ନିମନ୍ତେ ସବୁସ୍ତରରେ ଲୋକଙ୍କୁ ସଚେତନ କରାଯାଉଛି। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ...

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ

ପୁରୀ ଅଫିସ/ନିମାପଡ଼ା, (ଡି.ଏନ.ଏ)୧୭-୯:ନିମାପଡ଼ା ଜଳସମ୍ପଦ ବିଭାଗର କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ପ୍ଲାଷ୍ଟିକ ବର୍ଜନ ଶୋଭାଯାତ୍ରାର ଶୁଭାରମ୍ଭ କଲେ ଜିଲାପାଳ

କେନ୍ଦୁଝର,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟରେ ପ୍ଲାଷ୍ଟିକ ବର୍ଜନ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, କେନ୍ଦୁଝର ଶାଖା ପକ୍ଷରୁ ଏହି ଶୋଭାଯାତ୍ରା...

ମଧ୍ୟାହ୍ନଭୋଜନ ରିପୋର୍ଟକୁ ନେଇ ସନ୍ଦେହ: ସ୍କୁଲ ଛୁଟି ଥାଇ ପିଲାଙ୍କୁ ମିଳିଛି ଖାଦ୍ୟ

କୋରୁକୋଣ୍ଡା ୩।୧(ଡି.ଏନ. ଏ) – ଛାତ୍ରୀଛାତ୍ରଙ୍କୁ ସ୍କୁଲମୁହାଁ କରିବାକୁ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରାଯାଇଛି। କିନ୍ତୁ ସ୍କୁଲ ଛୁଟି ଥିବା ସମୟରେ ମଧ୍ୟ ପିଲାଙ୍କୁ...

ନୂଆ ବର୍ଷ ଲାଗି ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି

ପୁରୀ ଅଫିସ,୩୧ା୧୨- ନୂତନ ବର୍ଷରେ ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହେବ। ଏ ନେଇ ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିିୟନ୍ତ୍ରଣ ଓ ପାର୍କିଂ ଉପରେ ବିଶେଷ...

ନିଆରା କରୋନା ସଚେତନତା ବାର୍ତ୍ତା : ଘର ଆଗରେ ‘ଅତିଥିଙ୍କୁ ମନା’ ପୋଷ୍ଟର ଲଗାଇଲେ ମହିଳା

କଟକ ଅଫିସ, ୫।୪: କରୋନା ସହ ଲଢିବାକୁ ହେଲେ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ। ଏହାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି...

କାମରେ ଲାଗୁନି ଏନଏସିର ଭେଣ୍ଡିଂ ଜୋନ୍‌

ଚମ୍ପୁଆ,୨୫ା୧(ଡି.ଏନ.ଏ)- ଚମ୍ପୁଆ ଏନଏସି ପକ୍ଷରୁ ସହର ସୌନ୍ଦର୍ଯ୍ୟକରଣ ଓ ଉଠା ବ୍ୟବସାୟୀଙ୍କୁ ଥଇଥାନ କରିବା ନିମନ୍ତେ ବର୍ଷେ ତଳେ ନିର୍ମାଣ କରାଯାଇଥିବା ଭେଣ୍ଡିଂ ଜୋନ୍‌ ଅଦ୍ୟାବଧି...

ଶୁଆ ବିକ୍ରିକୁ ନେଇ ବରବରା ରେଞ୍ଜରେ ଲଙ୍କା କାଣ୍ଡ

ଭୁବନେଶ୍ୱର, ୫।୪(ବ୍ୟୁରୋ): ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରବରା ରେଞ୍ଜ ଅଧୀନରେ ଗତ ୧ ତାରିଖରେ ଘଟିଯାଇଛି ତୁମୁଳ ଲଙ୍କା କାଣ୍ଡ। ଶୁଆ ବିକାଳିଙ୍କୁ କାହିଁକି ବିକୁଛ...

Leave a comment

Your email address will not be published. Required fields are marked *