ଗଣବଳାତ୍କାର ଅଭିଯୋଗରେ ୨ ଗିରଫ

ଖଲ୍ଲିକୋଟ,୧୪ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଞ୍ଚଳର ୨ଜଣ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଗତ ଶୁକ୍ରବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକୁ ଭିତ୍ତି କରି ଖଲ୍ଲିକୋଟ ପୋଲିସ ନଂ.୧୧୧/୨୦ ମାମଲା ରୁଜୁ କରି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୩ ଅଭିଯୁକ୍ତ ଫେରାର୍‌ ହୋଇଯାଇଛନ୍ତି। ଛତ୍ରପୁର ଏସ୍‌ଡିପିଓ ଗୌତମ କିସାନ ଘଟଣାର ତଦନ୍ତ କରୁଛନ୍ତି।
ପ୍ରକାଶ ଯେ, ଗତ ୧୦ ତାରିଖ ହୋଲି ଦିନ ଦୁଇ ନାବାଳିକା (୧୫ ଓ ୧୬)ଙ୍କୁ ଏକୁଟିଆ ପାଇ ବେଗୁନିଆପଡ଼ା ଅଞ୍ଚଳର ୫ ଜଣ ଯୁକଙ୍କ ଗଣବଳାତ୍କାର କରିଥିଲେ। ଏହି ସମୟର ଭିଡିଓ ରେକର୍ଡିଂ କରି କାହାକୁ ଜଣାଇଲେ ଭାଇରାଲ କରିଦେବୁ ବୋଲି ଅଭିଯୁକ୍ତମାନେ ଧମକ ଦେଇଥିବା ପୀଡ଼ିତା ଦ୍ୱୟ ଥାନାରେ ଅଭିଯୋଗ କରିଥିଲେ। ଶନିବାର ନାବାଳିକାଙ୍କୁ ଡାକ୍ତରୀ ମାଇନା ପାଇଁ ବ୍ରହ୍ମପୁର ପଠାଯାଇଛି।


All Right Reserved By Dharitri.Com

ଶ୍ରମିକଙ୍କ ଯନ୍ତ୍ରପାତି କ୍ରୟ ବିଲ୍‌ ସଂଶୋଧନ ଦାବିରେ ଧାରଣା

ଯାଜପୁର ରୋଡ,୨୧।୮(ନି.ପ୍ର.)- ନିଖିଳ ଉତ୍କଳ ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ଶ୍ରମିକଙ୍କ ଯନ୍ତ୍ରପାତି କ୍ରୟ ବିଲ୍‌ ଉପରେ ବାଣିଜ୍ୟକର ବିଭାଗ ପ୍ରଦାନ କରିଥିବା ତଥ୍ୟର ସଂଶୋଧନ...

ହୋମଗାର୍ଡଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲା ପରିବାର

ଖୋର୍ଦ୍ଧା ଅଫିସ, ୨୫।୧୦: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ବେଗୁନିଆ ବ୍ଲକ ସିମୋର ଅଞ୍ଚଳର ପ୍ରମୋଦ...

କୁଲାଡ଼ରେ ୩ ଶହ ବର୍ଷର ପରମ୍ପରା: ଗାଁର ମଙ୍ଗଳ ପାଇଁ ଜନ୍ମାଷ୍ଟମୀ

ବଅଁରପାଳ, ୨୩।୮ (ଡି.ଏନ୍‌.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଧୁମ୍‌ଧାମରେ ଜନ୍ମାଷ୍ଟମୀ ପାଳନ ପାଇଁ ଚାଲିଛି ଆୟୋଜନ। ୩ଶହ ବର୍ଷର ପରମ୍ପରା ଅନୁଯାୟୀ ଗ୍ରାମର...

୪ବର୍ଷର ଶିଶୁ କନ୍ୟାକୁ ବଳାତ୍କାର

ରିଆମାଳ, ୨୫ା୧୨ (ଡି.ଏନ.ଏ.):ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳରେ ମଙ୍ଗଳବାର ଜଣେ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି...

ବରାଳପୋଖରୀରେ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ଭଦ୍ରକ ଅଫିସ,୨୧।୧: ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଗାଁ ୨ ନମ୍ବର ୱାର୍ଡରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବନ୍ଦନା ବାରିକଙ୍କ ୨...

କରୋନା ମୁକାବିଲା: ଗାଁ ଗାଁ ବୁଲି ସଚେତନତା, ଘରେ ରହିବାକୁ ପରାମର୍ଶ

ରାଇକିଆ, ୨୪।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ମୁକାବିଲା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ପ୍ରତେକ ଦିନ ବାହାର ରାଜ୍ୟ ଫେରନ୍ତାମାନେ...

ବ୍ରାଉନ ସୁଗାର ବ୍ୟବସାୟୀ କୋର୍ଟ ଚାଲାଣ

ଯାଜପୁର ରୋଡ,୨|୮(ନି.ପ୍ର୍ର)- ଯାଜପୁରପୁର ରୋଡ୍‌ ଗୋପବନ୍ଧୁ ନଗରର ନହକା ଛକଠାରେ ଗିରଫ ହୋଇଥିବା ୩ ବ୍ରାଉନ୍‌ ସୁଗାର ବ୍ୟବସାୟୀଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ଏ...

ପାରାଦୀପରେ ‘ବୁଲ୍‌ବୁଲ୍‌’: ବିଦ୍ୟୁତ୍‌ ସେବା ବନ୍ଦ

ପାରାଦୀପ,୯।୧୧(ସ୍ବ.ପ୍ର.): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଜନିତ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହା ପ୍ରଭାବରେ ପାରାଦୀପ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି...

Leave a comment

Your email address will not be published. Required fields are marked *