ସୁବ୍ରତ ବାଗ୍‌ଚୀ କରୋନା ସଚେତନତା କମିଟି ଅଧ୍ୟକ୍ଷ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀଙ୍କୁ ରାଜ୍ୟ ସରକାର କରୋନା (କୋଭିଡ-୧୯) ସଚେତନତା ପାଇଁ ଗଠିତ ଆଇଇସି ଟିମ୍‌ର ଅଧ୍ୟକ୍ଷ ଭାବେ ମନୋନୀତ କରିଛନ୍ତି। ଏଥିସହିତ ତାଙ୍କୁ କରୋନା ବିଷୟରେ ସମସ୍ତ ସୂଚନା ଦେବା ଲାଗି ରାଜ୍ୟ ସରକାରଙ୍କ ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି। ସେ ଟିମ୍‌କୁ ଗାଇଡ କରିବା ସହ କରୋନା ସମ୍ବନ୍ଧରେ ସରକାରଙ୍କ ତରଫରୁ ନିଆଯାଉଥିବା ପ୍ରତିକାରମୂଳକ ପଦକ୍ଷେପ ସମ୍ପର୍କରେ ସୂଚନା ଦେବେ।


All Right Reserved By Dharitri.Com

ରାଜ୍ୟକୁ କମିଲା କିରୋସିନ କୋଟା: ଅଗଷ୍ଟରୁ ମିଳିବ ୨ ଲିଟର

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୪ଟି ଜିଲା କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ସୁନ୍ଦରଗଡ଼କୁ ଅଣ-ସବ୍‌ସିଡି କିରୋସିନ ଯୋଗାଇ ଦିଆଯାଉଛି। ଅନ୍ୟ ଜିଲାଗୁଡ଼ିକରେ କେତେ ଅଣ-ସବ୍‌ସିଡି କିରୋସିନ ଦରକାର...

ସୁନ୍ଦରଗଡ଼ରେ ଆଉ ୪ ପଜିଟିଭ୍‌ ଚିହ୍ନଟ: ୩୭ରେ ପହଞ୍ଚିଲା ମୋଟ କରୋନା ଆକ୍ରାନ୍ତ ସଂଖ୍ୟା

ସୁନ୍ଦରଗଡ଼,୨୪।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୪ଜଣ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି। ସେମାନଙ୍କ ମଧ୍ୟରେ...

ବାଲିଆପାଳରେ ଦିବ୍ୟାଙ୍ଗଙ୍କୁ ରାଶନ ବଣ୍ଟନ

ଲଙ୍ଗଳେଶ୍ୱର, ୫।୫(ଡି.ଏନ.ଏ.)-କରୋନା ମହାମାରୀରେ ସାରା ପୃଥିବୀ କବଳିତ ହୋଇଥିବା ବେଳେ ଦିବ୍ୟାଙ୍ଗମାନେ ଏଥିରେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ଗ୍ରାମାଞ୍ଚଳରେ ବାସ କରୁଥିବା ଦିବ୍ୟାଙ୍ଗମାନେ ବିଭିନ୍ନ...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି

ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା...

ଗଞ୍ଜେଇ ଜବତ, ୩ ମହିଳା ଗିରଫ

ଫୁଲବାଣୀ ଅଫିସ, ୮ା୧୨: ଏକ ଘରୋଇ ବସ୍‌ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଖଜୁରିପଡା ପୋଲିସ ଚଢ଼ାଉ କରି ୩୨ କେଜି ଗଞ୍ଜେଇ ଜବତ କରିଛି।...

ଡାକ୍ତରଙ୍କ ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ବାରିପଦା ମେଡିକାଲ କଲେଜରେ ଉତ୍ତେଜନା, ଥାନାରେ ଅଭିଯୋଗ କଲେ ମହିଳାଙ୍କ ସ୍ବାମୀ

ବାରିପଦା ଅଫିସ,୧।୨- ଡାକ୍ତରଙ୍କ ଅବହେଳାରୁ ମୃତଶିଶୁ ଜନ୍ମ। ପ୍ରସବ ସ୍ବାଭାବିକ ହେବ କହି ଶେଷରେ ମୃତଶିଶୁ ଜନ୍ମ ଦେଇଥିଲେ ଗର୍ଭବତୀ। ଏଥିସହ ପ୍ରସବ କରାଇବାକୁ ସମ୍ପୃକ୍ତ...

ଟ୍ରେନ୍‌ରେ ମାନବ ଚାଲାଣ ରୋକିବାକୁ ଗୁରୁତ୍ୱ

କଟକ ଅଫିସ,୨୬ା୨: ରାଜ୍ୟସ୍ତରୀୟ ରେଳ ସୁରକ୍ଷା କମିଟିର ଚଳିତବର୍ଷର ପ୍ରଥମ ତ୍ରୈମାସିକ ବୈଠକ ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଡିଜିପି ଅଭୟଙ୍କ ଅଧ୍ୟକ୍ଷତାରେ...

ମହାନଦୀ ପଠାରେ ମାଣପେଡି,ଖଟୁଲି ସଫା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ...

Leave a comment

Your email address will not be published. Required fields are marked *