ରିଲିଫ ପାଣ୍ଠିକୁ ଓରିଏଣ୍ଟାଲ ଇନସ୍ୟୁରାନ୍ସର ୧ କୋଟି

ନୂଆଦିଲ୍ଲୀ,୮-୬: ଫନୀ ପ୍ରଭାବିତ ଲୋକଙ୍କ ସହାୟତା ଲାଗି ଓରିଏଣ୍ଟାଲ ଇନସ୍ୟୁରାନ୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଏ.ଭି.ଗିରିଜାକୁମାର,ଜିଏମ୍‌ ଅତୁଲ ଜିରଥ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏଥି ସଂକ୍ରାନ୍ତ ଚେକ୍‌ ପ୍ରଦାନ କରିଛନ୍ତି। ପ୍ରଭାବିତ ଲୋକଙ୍କ ବୀମା ଦାବିର ତ୍ୱରିତ ସମାଧାନ ଲାଗି ବିଭିନ୍ନ ପଦକ୍ଷେପ ନିଆଯାଉଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି।


All Right Reserved By Dharitri.Com

ଜେଟ୍‌ଲୀଙ୍କ ସ୍ଥାନରେ ଗୋୟଲ ହୋଇପାରନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬-୫: କେନ୍ଦ୍ରରେ ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଅରୁଣ ଜେଟ୍‌ଲୀ ଅର୍ଥମନ୍ତ୍ରୀ ହେବାର ସମ୍ଭାବନା ନାହିଁ। ବିଶ୍ୱସ୍ତ ସୂତ୍ର ଅନୁଯାୟୀ, ଅସୁସ୍ଥତା କାରଣରୁ ଅର୍ଥମନ୍ତ୍ରୀ ଭଳି...

ଅଭିବୃଦ୍ଧି ଲାଗି ଜାରି ରହିବ ସଂସ୍କାର ଧାରା

ନୂଆଦିଲ୍ଲୀ,୪-୧୦: ବର୍ତ୍ତମାନ ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଦେଶର ଜିଡ଼ିପି ଅଭିବୃଦ୍ଧି ଧାରା ତ୍ୱରାନ୍ବିତ କରିବାକୁ ସରକାର ସଂସ୍କାର ପ୍ରକ୍ରିୟା ଜାରି ରଖିବେ। ଅର୍ଥ...

ମାନ୍ଦାବସ୍ଥା ଦୂର ଲାଗି ଉପାୟ ଦେଲା ଶିଳ୍ପ ଜଗତ

ନୂଆଦିଲ୍ଲୀ,୨୩-୯: ଦେଶର ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଏହାର ଦୂରୀକରଣ ଲାଗି ଦେଶର ଶିଳ୍ପ ଜଗତ ପକ୍ଷରୁ ବିଭିନ୍ନ ଉପାୟ ଦିଆଯାଇଛି। ଇଣ୍ଡିଆ ଟୁଡେ...

ସିଏସ୍‌ଆର୍‌କୁ ଅନୁପାଳନ ଅବମାନନା ପରିଧିକୁ ଆଣିବା ଲାଗି ସୁପାରିସ୍‌

ନୂଆଦିଲ୍ଲୀ,୧୪-୮: ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ କମିଟି ମଙ୍ଗଳବାର କମ୍ପାନୀ ଆଇନ ଅଧୀନରେ ସିଏସ୍‌ଆରରେ ହେଉଥିବା ଖର୍ଚ୍ଚ ଉପରେ ଟିକସଛାଡ଼ କରିବା ସହ ଏହାର ଅନୁପାଳନରେ...

ରେନୋ ଆଣିଲା ନୂଆ ଟ୍ରାଇବର

ଭୁବନେଶ୍ୱର, ୨୮।୮: ରୋନୋ ଇଣ୍ଡିଆ ପକ୍ଷରୁ ବଜାରକୁ ନୂଆ ଟ୍ରାଇବର ମଡେଲର ପ୍ରବେଶ କରିଛି। ଯାନଟିର ବଜାର ଦର ୪.୯୫ ଲକ୍ଷ ଟଙ୍କାରୁ ଆରମ୍ଭ ହେଉଛି।...

ୟୁନିୟନ ବ୍ୟାଙ୍କ ପକ୍ଷରୁ ଋଣ ମୁକ୍ତି ଶିବିର

ନୂଆଦିଲ୍ଲୀ,୩-୧୧: ୟୁନିୟନ ବ୍ୟାଙ୍କ ପକ୍ଷରୁ ଋଣ ମୁକ୍ତି ଶିବିର ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଚଳିତ ମାସ ୧୧ ତାରିଖ ଯାଏ ଚାଲିବ। ଏହା ସାରା...

ଆର୍ଥିକ ପ୍ୟାକେଜ ଦେବେନି ସରକାର

ନୂଆଦିଲ୍ଲୀ,୨୩-୮: ଦେଶର ଅର୍ଥନୀତି ଧିମା ହେବା କାରଣରୁ ଉଦ୍ୟୋଗ ଜଗତ ଏବେ ମାନ୍ଦାବସ୍ଥାର ଶିକାର ହୋଇଛି। ସରକାରଙ୍କ ପକ୍ଷରୁ ତୁରନ୍ତ ଆର୍ଥିକ ପ୍ୟାକେଜ ଘୋଷଣା କରିବାକୁ...

କର୍ପୋରେଟ ଟିକସକୁ ଧୀରେ ଧୀରେ କମାଯିବ: ସୀତାରାମନ୍‌

ନୂଆଦିଲ୍ଲୀ,୨୦-୮: କର୍ପୋରେଟ ଟିକସକୁ ଧୀରେ ଧୀରେ ୨୫%କୁ ହ୍ରାସ କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି। ଦେଶ ପାଇଁ ସମ୍ପତ୍ତି ସୃଷ୍ଟି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *