୨୦୧୬ ବ୍ରୁସଲେସ୍‌ ବମିଂ : ୮ଜଣଙ୍କୁ ଦୋଷୀ ଦୋଷୀ ସାବ୍ୟସ୍ତ କଲେ ବେଲଜିୟମ ହାଇକୋର୍ଟ

ବ୍ରୁସଲେସ,୨୬।୭: ବ୍ରୁସଲେସ୍‌ର ୨୦୧୬ ଇସଲାମୀ ବମ୍‌ ବିସ୍ଫୋଟ ମାମଲାରେ ବେଲଜିୟମର ଏକ ବଡ ଅଦାଲତ ନିଜ ରାୟ ଦେଇଛନ୍ତି। କୋର୍ଟ ମାମଲାରେ ଜଡିତ ୬ଅପରାଧୀଙ୍କୁ ହତ୍ୟା ଏବଂ ଦୁଇ ଜଣଙ୍କୁ ଆତଙ୍କବାଦ ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣରେ ୩୨ଜଣଙ୍କର ମୃତ୍ୟୁ ହୋଇଥିଲା।

ମାମଲାରେ ଜଡିତ ୧୦ଅପରାଧୀଙ୍କ ମଧ୍ୟରୁ ୬ଦୋଷୀଙ୍କୁ ବ୍ରୁସଲେସ୍‌ ଏୟାରପୋର୍ଟରେ ବମ୍‌ ବିସ୍ଫୋଟ କରିବା ଓ ୨୦୧୬ ମାର୍ଚ୍ଚ ୨୨ରେ ସହରର ମେଟ୍ରୋରେ ବମ୍‌ ବିସ୍ଫୋଟ କରି ଲୋକଙ୍କୁ ହତ୍ୟା କରିବା ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଏଥିସହ ଅନ୍ୟ ଦୁଇଜଣ ଆତଙ୍କବାଦୀ ଗତିବିଧି ଅଭିଯୋଗରେ ଦୋଷୀ ଅଭିହିତ କରାଯାଇଛି। ସେହିପରି ଏହି ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଜାମିନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri