ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ୍‌ : ପ୍ରତିବାଦରେ ରାସ୍ତା ଅବରୋଧ

ରସୁଲପୁର,୧୬।୩(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ୧୬ ନଂ. ଜାତୀୟ ରାଜପଥର ବାରବାଟୀ ପରିବା ହାଟ ନିକଟରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଚିତ୍ରକୂଳ ଗ୍ରାମର ଧୋଇନ ନାଏକଙ୍କ ପୁଅ ସମୀର। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ରାଜପଥ ଅବରୋଧ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି।


All Right Reserved By Dharitri.Com

ମା’ ତାରା ତାରିଣୀ ମନ୍ଦିରର ବିକାଶମୂଳକ କାର୍ଯ୍ୟ ବୁଲି ଦେଖିଲେ ଜିଲାପାଳ, ତୁରନ୍ତ ଶେଷ କରିବାକୁ ଦେଲେ ନିର୍ଦ୍ଦେଶ

ପୁରୁଷୋତ୍ତମପୁର,୨।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ତଥା ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ମନ୍ଦିରର ବିକାଶ ଲାଗି ଚାଲିଥିବା ଉନ୍ନୟନ କାର୍ଯ୍ୟକୁ ଜିଲାପାଳ ବିଜୟ ଅମୃତ...

ବାଲେଶ୍ୱର ଭିଜିଲାନ୍ସ, ବନବିଭାଗର ଚଢ଼ାଉ: ମୂଲ୍ୟବାନ କାଠ ସହ ଗାଡ଼ି ଜବତ

ସଜନାଗଡ଼, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଭିଜିଲାନ୍ସ ଓ ନୀଳଗିରି ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଚୋରା କାଠ ବୋଝେଇ ପିକଅପ୍‌ ଭ୍ୟାନ୍‌ (ନଂ. ଓଆର୍‌୦୧ଏ-୩୨୪୬) ଜବତ...

ବିବାହ ଭୋଜିକୁ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୮ ଗୁରୁତର

ମାଲକାନଗିର,୯ା୩(ଡି.ଏନ୍‌.ଏ): ଏକ ବିବାହ ଭୋଜି ପାଇଁ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ୪୦୭ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାରୁ ପ୍ରକାଶ ଯେ, ସୋମବାର ମାଲକାନଗିରି ଜିଲା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ପରାମର୍ଶ ଦେଲେ ପିଡି

ଦାରିଙ୍ଗବାଡ଼ି,୧୩ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ କନ୍ଧମାଳ ଡିଆରଡିଏର ପ୍ରକଳ୍ପ ପ୍ରଶାସକ ବିଶ୍ୱନାଥ...

ଏମ୍‌ଭିଆଇ ପରିଚୟ ଦେଇ ତୀର୍ଥଯାତ୍ରୀ ବସ୍‌ରୁ ଲୁଟ୍‌ପାଟ : ୫ଜଣଙ୍କୁ କାବୁ କଲେ ଯାତ୍ରୀ

ଜଳେଶ୍ୱର, ୧୪ା୯-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲଗେଟ୍‌ ନିକଟରେ ବେଆଇନ ଭାବେ ଚାନ୍ଦା ଆଦାୟ ଚାଲିଛି। ନକଲି ଏମ୍‌ଭିଆଇ, ଆରଟିଓ,...

ଦୁଇଦିନରେ ଅଣ୍ଡା ଦେଲେ ୧୧୦ ଅଲିଭ୍‌ରିଡ୍‌ଲେ

ଗଞ୍ଜାମ,୧୯ା୩(ଡି.ଏନ.ଏ.) ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଣରେ ଗତ ଫେବୃୟାରୀ ପ୍ରଥମ ସପ୍ତାହରୁ ବିରଳ ସାମୁଦ୍ରିକ କଇଁଛ ଅଲିଭ୍‌ରିଡ୍‌ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୪୫...

ଖୁବ୍‌ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର

ପୁରୀ ଅଫିସ, ୩୦।୭: ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବେଳେ ସେବକ ଏବଂ କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କିପରି...

ଜାମଶୁଳି କଲେଜରେ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଅଚଳାବସ୍ଥା ଜାରି

ବସ୍ତା, ୧୯।୯(ସ୍ବ.ପ୍ର.): ଦ୍ବିତୀୟ ଦିନରେ ମଧ୍ୟ ଜାମଶୁଳି କଲେଜରେ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଅଚଳାବସ୍ଥା ଜାରି ରହିଛି । କଲେଜର ମୁଖ୍ୟ ଫାଟକକୁ ତାଲା...

Leave a comment

Your email address will not be published. Required fields are marked *