Posted inଫୁରସତ

କରୋନା ଭୟରେ ଖୋଳ ଭିତରେ ପଶି ବୁଲୁଛନ୍ତି ଏହି ବ୍ୟକ୍ତି: ଭିଡିଓ ଭାଇରାଲ

କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଏବେ ପ୍ରାୟ ୧୪୫ ଦେଶକୁ ବ୍ୟାପି ସାରିଲାଣି। ଏବେ ଇଟାଲିରେ ସର୍ବାଧିକ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏପରିସ୍ଥଳେ ରୋମରୁ ଆସିଥିବା ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡ଼ିଓରେ ଦେଖିବାକୁ ମିଳିଛି ଜଣେ ବ୍ୟକ୍ତି ଏକ ଖୋଳ ଭିତରେ ପଶି ବାହାରେ ବୁଲୁଛିନ୍ତି। ତାଙ୍କର କହିବା କଥା ହେଲା କରୋନା ଭାଇରସ ଏବେ ଦ୍ରୁତ ଗତିରେ ବ୍ୟାପୁଥିବାରୁ ତାଙ୍କୁ ଯେପରି କେହି ଛୁଇଁ ନ ପାରନ୍ତି ସେଥିପାଇଁ ସେ ଏହି ଖୋଳ ଭିତରେ ପଶି ଭ୍ରମଣ କରୁଛନ୍ତି। ଏହି ଭିଡିଓଟି ଲୋକଙ୍କୁ ବେଶ୍‌ ପସନ୍ଦ ଆସୁଛି। ଇଟାଲିରେ ଏବେ ଗୋଟିଏ ଦିନରେ ଶହ ଶହ ଲୋକ କରୋନା ଭାଇରସରେ ସଂକ୍ରମିତ ହେଉଥିବା ଖବର ଆସୁଛି।


All Right Reserved By Dharitri.Com

ମୃତ୍ୟୁ ଏଠି ଅପରାଧ

ବିଶ୍ୱରେ କିଛି ଦେଶ ଅଛି, ଯେଉଁଠି ଇଚ୍ଛାମୃତ୍ୟୁକୁ ମିଳିଛି ଆଇନଗତ ସ୍ବୀକୃତି। ହେଲେ ଏମିତି ଦେଶ ଅଛି, ଯେଉଁଠି ମୃତ୍ୟୁକୁ ଅପରାଧ ବୋଲି ବିବେଚନା କରାଯାଏ।...

୬ ଅଙ୍ଗୁଳି ଥିବା ବ୍ୟକ୍ତି ଭାଗ୍ୟଶାଳୀ

ଅଧିକାଂଶ ଲୋକଙ୍କ ମନରେ ଧାରଣା ଥାଏ ଯେଉଁମାନଙ୍କର ୬ଟି ଅଙ୍ଗୁଳି ସେମାନଙ୍କୁ କାମ କରିବାରେ ଅସୁବିଧା ହେଉଥିବ। କିନ୍ତୁ ଏକ ସର୍ବେକ୍ଷଣରୁ ଜଣାପଡ଼ିଛି ଯାହାର ୬ଟି...

ମାନବ କମ୍ପ୍ୟୁଟର ଶକୁନ୍ତଳା ଦେବୀ: ୪ ବର୍ଷରେ କରିଥିଲେ କଠିନ ଗଣିତର ସମାଧାନ

ନୂଆଦିଲ୍ଲୀ,୪।୧୧: ମାନବ କମ୍ପ୍ୟୁଟର ଶକୁନ୍ତଳା ଦେବୀ ୧୯୨୯ ନଭେମ୍ବର ୪ରେ ମହୀଶୂରରେ ଜନ୍ମଗ୍ରହଣ କରିଥିଲେ। ୪ ବର୍ଷ ବୟସରେ ସେ କଠିନ ଗଣିତର ସମାଧାନ ଆରମ୍ଭ...

ପ୍ରଥମ ବେତନରେ ବୃକ୍ଷରୋପଣ କରିଥିଲି: ସଂସ୍କୃତିପ୍ରେମୀ ନରେନ୍ଦ୍ର କୁମାର ପୃଷ୍ଟି

ଆଇନଜୀବୀ, ସମାଜସେବୀ ତଥା ସଂସ୍କୃତିପ୍ରେମୀ ନରେନ୍ଦ୍ର କୁମାର ପୃଷ୍ଟି ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ଖୋର୍ଦ୍ଧା ଜିଲା ଟାଙ୍ଗିଆପଡ଼ା ଗ୍ରାମପଞ୍ଚାୟତ ଅଧୀନ ଅରାଙ୍ଗ...

କେଉଁ ଭାରତୀୟ ରାଜନେତା ଅଧିକ ରୋମାଣ୍ଟିକ୍‌

ନୂଆଦିଲ୍ଲୀ,୧୩।୨: ପ୍ରେମ ସପ୍ତାହ ପାଳନ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଏବେ ଆସିଯାଇଛି ବର୍ଷକର ଅପେକ୍ଷା ପରେ ଆସୁଥିବା ସେହି ପ୍ରେମ ଦିବସ ବା ଭାଲେଣ୍ଟାଇନ୍‌...

ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ, ଘଣ୍ଟା ପ୍ରତି ବେଗ…

ଓ୍ବାଶିଂଟନ୍‌: ଏମିତି ଏକ ବିମାନ ରହିଛି, ଯାହାକୁ ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ କୁହାଯାଇଥାଏ। ଏହା ଆଉ କାହାର ନୁହେଁ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ...

ଏଥର ପର୍ଯ୍ୟଟନରେ ବାରାଣସୀ ଦୁର୍ଗା ମନ୍ଦିର: ଜାଣନ୍ତୁ କେବେ, କେମିତି ଯିବେ

ଉତ୍ତରପ୍ରଦେଶର ବାରାଣସୀଠାରେ ମା’ ଦୁର୍ଗାଙ୍କୁ ସମର୍ପିତ ଏକ ମନ୍ଦିର ରହିଛି, ଯାହାକୁ କେହି କେହି ଦୁର୍ଗା ମନ୍ଦିର ତ ଆଉ କେହି ଦୁର୍ଗା କୁଣ୍ଡ ମନ୍ଦିର...

ଏସବୁ ଦେଶରେ ନାହିଁ ଲିଖିତ ସମ୍ବିଧାନ, ଏମିତି ଚାଲିଥାଏ ଶାସନ

ଆଜି ସମଗ୍ର ଭାରତବର୍ଷରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ୧୯୪୯ ମସିହା ନଭେମ୍ବର ୨୬ରେ ଭାରତର ସମ୍ବିଧାନ ଆଇନ ପ୍ରଣୟନ କରାଯାଇଥିଲା। ୧୯୫୦ ଜାନୁୟାରୀ...

Leave a comment

Your email address will not be published. Required fields are marked *