କରୋନା ଲାଗି ଢେଙ୍କାନାଳରେ ୧୪୪ ଧାରା: ସାଇନ୍ସ ପାର୍କ ବନ୍ଦ, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଢେଙ୍କାନାଳ ଅଫିସ ,୧୬।୩: କରୋନା ସଂକ୍ରମଣକୁ ରୋକିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ସୋମବାର ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ଜିଲା ଏବଂ ସହରରେ ୧୪୪ ଧାରା ଜାରି ହୋଇଛି। ଶପିଂ ମଲ୍‌, ମଣ୍ଡପକୁ ବନ୍ଦ କରାଯାଇ ଥିବା ସହ ସାପ୍ତାହିକ ହାଟକୁ ଛାଡି ସବୁସ୍ଥାନରେ ୧୪୪ ଧାରା ଜାରି କରାଯାଇଛି। ଢେଙ୍କାନାଳର କପିଳାସଠାରେ ଥିବା ସାଇନ୍ସ ପାର୍କକୁ ମଧ୍ୟ ବନ୍ଦ କରାଯାଇଛି। ଏହା ସହ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ସୋମବାର କରୋନା ମୁକାବିଲା ଲାଗି ଜିଲା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ବୈଠକରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏ ନେଇ ସୂଚନା ଦେଇଛନ୍ତି। ଏହା ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ କାଏମ ରହିବାକୁ ସେ କହିଛନ୍ତି।


All Right Reserved By Dharitri.Com

ତ୍ରିରଙ୍ଗା ତଳେ ସଭିଏଁ ଏକାଠି

ପରଜଙ୍ଗ, ୧୫।୮( ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଆଡମ୍ବରପୂର୍ଣ୍ଣ ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ତ୍ରିରଙ୍ଗା ତଳେ ସମସ୍ତେ ଏକାଠି...

ଦୁର୍ଗମ ଅଞ୍ଚଳରେ ମୋବାଇଲ ଟାୱାର ପ୍ରତିଷ୍ଠା ପାଇଁ କମ୍ପାନୀ ଅଧିକାରୀଙ୍କୁ ଚିଠି ଲେଖିଲେ ଜିଲାପାଳ

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌, ଏୟାରଟେଲ ଏବଂ ଜିଓ ନେଟ୍‌ଓ୍ବର୍କ ଲାଗି ଟାୱାର ପ୍ରତିଷ୍ଠା ପାଇଁ ଜିଲାପାଳ ଡ. ଗାଭିଲ ପରାଗ ହର୍ଷଦ...

ଦୁଇ ବାଇକ୍‌ ଧକ୍କା : ୨ ମୃତ

ଆସିକା,୨୨ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା କ୍ଷେତ୍ରୀୟବରପୁର-କୁଲାଙ୍ଗି ରାସ୍ତାର ପଳାସପଲ୍ଲୀ ନିକଟରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ୨ ବାଇକ ଧକ୍କା ହେବାରୁ...

ଉଦ୍‌ଯାପିତ ହେଲା ବୋଇତ ବନ୍ଦାଣ ଉତ୍ସବ: ଅଭିନେତ୍ରୀ, କଣ୍ଠଶିଳ୍ପୀ ସାଜିଲେ ଆକର୍ଷଣ

ନୟାଗଡ଼ ଅଫିସ,୧୩।୧୧-ନୟାଗଡ଼ ପୁରୁଣା ସହର ସାଗର ପୁଷ୍କରିଣୀଠାରେ ୮ ତାରିଖଠାରୁ ଚାଲି ଆସୁଥିବା ନୟାଗଡ଼ ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ୫ ଦିନ...

ବିଦ୍ୟୁତ ସର୍ଟଶର୍କିଟରୁ ଅଗ୍ନିକାଣ୍ଡ: ୬ ବଖରା ଜଳିଗଳା; ୫ ଗୋରୁ, ୯ ଛେଳି ଜୀବନ୍ତ ଦଗ୍ଧ

ବନ୍ତ,୨୨।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ କୁଆଁର୍ଦ୍ଦା (ଅଘିରା ଗଢ଼ିଆ) ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବାସଗୃହ ଓ ଗୁହାଳ ସମେତ...

ସ୍ବାୟତ୍ତ ଶାସନ ସଂସ୍ଥାରେ ଏବେ ଅମଲାତନ୍ତ୍ର ଶାସନ

ବ୍ରହ୍ମପୁର ଅଫିସ,୩୧ା୮-ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ (ବିଏମସି) ଏବଂ ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ସମେତ ୧୮ ସହରାଞ୍ଚଳର ନିର୍ବାଚିତ ପୌର ପରିଷଦର କାର୍ଯ୍ୟକାଳ ୨୦୧୮ ସେପ୍ଟେମ୍ବର...

ଜଳଜୀବଙ୍କ ପ୍ରତି ଆକର୍ଷଣରୁ ମତ୍ସ୍ୟବିଜ୍ଞାନୀ

ସିମୁଳିଆ,୧୦ା୧୦(ଡି.ଏନ୍‌.ଏ.)- ଧରିତ୍ରୀ ପୃଷ୍ଠରେ ପ୍ରକୃତି ଓ ଜୀବଜଗତ ବଡ ବୈଚିତ୍ର୍ୟମୟ। ପିଲାଦିନେ ଜଳଜୀବଙ୍କ ପ୍ରତି ଆକର୍ଷଣ ତାଙ୍କୁ ଆଜି ମତ୍ସ୍ୟ ବିଜ୍ଞାନୀର ପରିଚୟ ହେଇଛି। ଓଡ଼ିଶାରେ...

ଭୁଶୁଡ଼ିଲା କାନ୍ଥ, ଭଙ୍ଗାଘରେ ପରିବାର

ଖଜୁରିପଡ଼ା,(ଡି.ଏନ.ଏ.)/ ବଲସକୁମ୍ପା,୨୧ା୩ ଖଜୁରିପଡ଼ା ବ୍ଲକ ବଲସକୁମ୍ପା ପଞ୍ଚାୟତ ସୁନ୍ଦରଗଡ଼ ଗ୍ରାମର ଅନିରୁଦ୍ଧ ଦିଗାଲଙ୍କ ଘର ଗତ ୧୬ରେ ଘରର କାନ୍ଥ ଭୁଶୁଡ଼ି ପଡ଼ଛି। ଫଳରେ ତାଙ୍କ...

Leave a comment

Your email address will not be published. Required fields are marked *