Posted inଜାତୀୟ

ଆୟଉତ୍ସ ପ୍ରକାଶ କରିବେ ସମସ୍ତ ରାଜନୈତିକ ଦଳ, କାଏମ ରହିବ ୨୦୧୯ ରାୟ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୧/୧୦: ରାଜନୈତିକ ଦଳ ମାନଙ୍କର ଆୟଉତ୍ସ ପ୍ରକାଶ ମାମଲା ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି। ସରକାରଙ୍କ ପକ୍ଷ ଏବଂ ଅପିଲକାର୍ତ୍ତାଙ୍କ ପକ୍ଷ ଶୁଣିବା ପରେ କୋର୍ଟ କହିଛନ୍ତି ଯେ, ୨୦୧୯ରେ ଦିଆଯାଇଥିବା ମଧ୍ୟବର୍ତ୍ତୀକାଳୀନ ଆଦେଶ ଯେଉଁଥିରେ ସମସ୍ତ ରାଜନୈତିକ ଦଳ ଆବଶ୍ୟକ କରନ୍ତି ତାହା ଜାରି ରହିବ। ଏହା ସହିତ ଦଳ ମାନଙ୍କର ଆୟସୂତ୍ର ଜାଣିବାର ଅଧିକାର ସାଧାରଣ ଲୋକ ମାନଙ୍କର ରହିଛି ବୋଲି କୋର୍ଟ କହିଛନ୍ତି।

ଏହି ରାୟ ଅନୁଯାୟୀ ନିର୍ବାଚନୀ ବଣ୍ଡ ମାଧ୍ୟମରେ ପାଣ୍ଠି ଗ୍ରହଣ କରିଥିଲେ, ସେଗୁଡିକର ସମସ୍ତ ତଥ୍ୟ ପ୍ରକାଶ କରିବାକୁ କହିଥିଲେ। ସୁପ୍ରିମକୋର୍ଟ ଆଜି ସ୍ପଷ୍ଟ କରିଛନ୍ତି ଯେ ସେହି ତଥ୍ୟ ସଂଗ୍ରହ ପାଇଁ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri